ଯାତ୍ରା ପୁସ୍ତକ 33:15 · ଓଡ଼ିଆ ବାଇବେଲ
ଏହାପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନରହେ, ତବେେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।
Cross references
ଯାତ୍ରା ପୁସ୍ତକ 33:3
ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।
ଯାତ୍ରା ପୁସ୍ତକ 34:9
ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।
ଦିତୀୟ ରାଜାବଳୀ 6:3
ତନ୍ମଧ୍ଯରୁ ଜଣେ କହିଲା, ବିନଯ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।
ଗୀତସଂହିତା 4:6
ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।