ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
Cross references
ତେଣୁ ଇଶ୍ରାୟେଲୀୟ ଲୋକମାନେ ହାରେବେ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀଯାସର ଓ ଈଥାମରଙ୍କୁ କହିଲେ, ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦବୋଭଳି କାର୍ୟ୍ଯ କର ଓ ତୁମ୍ଭମାନେେ ମୃତ୍ଯୁବରଣ କରିବ ନାହିଁଏବଂ ପରମେଶ୍ବର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ବଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇଶ୍ରାୟେଲ ବଂଶ ରୋଦନ କରନ୍ତୁ।
ସମସ୍ତ ମଣ୍ତଳୀ ସହେି ରାତ୍ରି ରେ ଛାଉଣୀ ରେ ଉଚ୍ଚସ୍ବର ରେ ରୋଦନ କଲେ।
ଆଉ ମାଶାେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶଯ ବିଳାପ କଲେ।
ବୈଥ-ଶମେଶୀଯ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅନାଇବାରକ୍ସ୍ଟ ସେ ସମାନଙ୍କେୁ ହତ୍ଯା କଲେ, ବୈଥ୍-ଶମେଶର ଲୋକମାନଙ୍କ ମଧ୍ଯରକ୍ସ୍ଟ ସତକ୍ସ୍ଟରି ଜଣ ହତ୍ଯା ହେଲେ। ପକ୍ସ୍ଟଣି ପରମେଶ୍ବର ସମାନଙ୍କେୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।
ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କକ୍ସ୍ଟ ଭଲଟିବା ପାଇଁ ଆସିଲା। ରାଜା ୟିରକ୍ସ୍ଟଶାଲମ ଛାଡିବା ଦିନଠାରକ୍ସ୍ଟ ମଫୀବୋଶତ୍ ତା'ର ଦାଢି କାଟି ନ ଥିଲା। ନିଜର ପାଦସଧାଇ ନଥିଲା, ତା'ର ବସ୍ତ୍ର ମଧ୍ଯ ସଫା କରି ନ ଥିଲା।
ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।
ରାଜା ହିଜକିଯ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ଯସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡିହାଇେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
ଯେତବେେଳେ ମୁଁ ଏହିକଥା ଶୁଣିଲି ମୁଁ ମାରେ ବସ୍ତ୍ର ଓ ଗ୍ଭଗୋ ଚିରି ନିଜ ମସ୍ତକ ଓ ଦାଢିର କେଶ କ୍ଷୌରକରି ଚିନ୍ତିତ ହାଇେ ବସିଲି।
ମର୍ଦ୍ଦଖଯ ଏସବୁ ବିଷଯ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତ ରେ ଭସ୍ମ ଲପନେ କଲା। ସେ ନଗର ମଧ୍ଯକୁ ଗଲା ଓ ଉଚ୍ଚ ସ୍ବର ରେ ରୋଦନ କଲା।
ଆୟୁବ ଯେତବେେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦଲୋ ଏବଂ ଦୁଃଖ ଓ ଗ୍ଲାନି ରେ ଲଣ୍ଡା ହାଇପେଡ଼ିଲା। ତା'ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ବରଙ୍କୁ ଉପାସନା କରିବାକୁ ଲାଗିଲା।
କିନ୍ତୁ ଯେତବେେଳେ ସହେି ତିନି ବନ୍ଧୁ ଦୂରରୁ ଆୟୁବକୁ ଦେଖିଲେ, ସମାନେେ ତାକୁ ଚିହ୍ନି ପାରି ଉଚ୍ଚ ସ୍ବର ରେ କ୍ରନ୍ଦନ କରିବାକୁ ଲାଗିଲେ। ଆଉ ସମାନେେ ଆପଣା ବସ୍ତ୍ର ଚିରି ସ୍ବର୍ଗ ଆଡ଼କୁ ଚାହିଁ ଆପଣା ମୁଣ୍ଡ ଉପରେ ଧୂଳି ଫିଙ୍ଗିଲେ।
ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।