ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲଖାେ ଥିଲା ଯାହା ତୁମ୍ଭେ ଚୁର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହାସବୁ ଲେଖିବି।
Cross references
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।
ତେଣୁ ସଦାପ୍ରଭୁ ସୀନଯ ପର୍ବତ ରେ ମାଶାଙ୍କେ ସହିତ କଥାବାର୍ତ୍ତା ନିଯମ ସ୍ବରୂପେ ପରମେଶ୍ବରଙ୍କ ଅଙ୍ଗୁଳି-ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।
ପରମେଶ୍ବରଙ୍କ ଦ୍ବାରା ସହେି ପ୍ରସ୍ତର ଫଳକ ନିର୍ମିତ ହାଇେଥିଲା ଏବଂ ପରମେଶ୍ବରଙ୍କ ସ୍ବହସ୍ତ ରେ ଲେଖିଥିଲେ।
ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।
ମାଶାେ ସଠାେରେ ସଦାପ୍ରଭୁଙ୍କ ସହିତ ଚାଳିଶ ଦିନ ଓ ଚାଳିଶ ରାତି ରହିଲେ. ମାଶାେ କୌଣସି ଖାଦ୍ୟ କିମ୍ବା ପାନୀଯ ସଠାେରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ଯସବୁ ସହେି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।
ତହିଁରେ ମୁ ଫରେି ପର୍ବତ ତଳକକ୍ସ୍ଟ ଆସିଲି, ଆଉ ପର୍ବତ ଅଗ୍ନି ରେ ଜଳକ୍ସ୍ଟଥିଲା। ଆଉ ନିଯମର ସହେି ଦକ୍ସ୍ଟଇ ପ୍ରସ୍ତର ଫଳ ମାରେ ଦକ୍ସ୍ଟଇ ହସ୍ତ ରେ ଥିଲା।
ସହେି ସମୟରେ, ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ପ୍ରଥମଟି ପରି ଆଉ ଦକ୍ସ୍ଟଇଟି ପ୍ରସ୍ତର ଫଳକ ପ୍ରସ୍ତକ୍ସ୍ଟତ କରିବା ଉଚିତ୍। ଏହାପରେ ତୁମ୍ଭେ ଏହି ପର୍ବତ ଉପରେ ମାେ ପାଖକକ୍ସ୍ଟ ଆସ ଏବଂ ଆପଣା ପାଇଁ ଏକ କାଠ ସନ୍ଦକ୍ସ୍ଟକ ନିର୍ମାଣ କର।
ହେ ସଦାପ୍ରଭୁ, ତୁମ୍ଭର ବାକ୍ଯ ସର୍ବଦା ପାଇଁ ସ୍ବର୍ଗରେ ସଂସ୍ଥାପିତ ଅଛି।