Home Bibles ଯାତ୍ରା ପୁସ୍ତକ 34:16 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 34:16 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ସମାନଙ୍କେର କନ୍ଯାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ଯାଗଣ ସମାନଙ୍କେର ଦବଗେଣମାନଙ୍କର ଅନୁଗାମୀ ହାଇେଥିବେ। ସମାନେେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦବେତାମାନଙ୍କର ଅନୁଗାମୀ କରାଇ ପାରନ୍ତି।

Cross references

ଆଦି ପୁସ୍ତକ 24:3

ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।

ଲେବୀୟ ପୁସ୍ତକ 21:15

ଆଉ ସେ ନିଜ ଲୋକମାନଙ୍କ ମଧିଅରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।

ଗଣନା ପୁସ୍ତକ 25:1

ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।

ଦିତୀୟ ବିବରଣ 7:3

ତୁମ୍ଭମାନେେ ସମାନଙ୍କେ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭମାନେେ ସମାନଙ୍କେ ପକ୍ସ୍ଟତ୍ରମାନଙ୍କ ସହିତ ଆପଣା କନ୍ଯାମାନଙ୍କୁ ବିବାହ ଦବନୋହିଁ। କିଅବା ଆପଣା ପକ୍ସ୍ଟତ୍ରମାନଙ୍କୁ ସମାନଙ୍କେ କନ୍ଯାମାନଙ୍କ ସହିତ ବିବାହ ଦବେ ନାହିଁ।

ଦିତୀୟ ବିବରଣ 7:4

କାରଣ ସମାନେେ ତୁମ୍ଭମାନଙ୍କର ସନ୍ତାନଗଣଙ୍କକ୍ସ୍ଟ ମାେତେ ଅନକ୍ସ୍ଟସରଣ କରିବାରକ୍ସ୍ଟ ବିମକ୍ସ୍ଟଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦବଗେଣର ସବୋ କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ବର କୋରଧ କରିବେ ଓ ସେ ତୁମ୍ଭକୁ ବହକ୍ସ୍ଟତ ଶୀଘ୍ର ବିନାଶ କରିବେ।

ଯିହୋଶୂୟ 23:12

କଦାପି ସଦାପ୍ରଭୁଙ୍କ ଉପଦେଶରକ୍ସ୍ଟ ବିଚକ୍ସ୍ଟ୍ଯତ ହକ୍ସ୍ଟଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧକ୍ସ୍ଟ ହକ୍ସ୍ଟଅ ନାହିଁ। ଯେଉଁମାନେ କି ଇଶ୍ରାୟେଲଙ୍କର ଅଂଶ ନକ୍ସ୍ଟହଁନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କରନାହିଁ। ଇଶ୍ରାୟେଲ ନକ୍ସ୍ଟହଁନ୍ତି କିନ୍ତୁ ଯଦି ତୁମ୍ଭେ ସମାନଙ୍କେର ବନ୍ଧକ୍ସ୍ଟ ହକ୍ସ୍ଟଅ।

ବିଚାରକର୍ତାମାନଙ୍କ ବିବରଣ 3:5

ଇଶ୍ରାୟେଲୀୟ କିଣାନୀଯ, ହିତ୍ତୀଯ, ଇ ମାରେିଯ, ପରିଷୀଯ, ହିଦ୍ଦୀଯ, ଏବଂ ୟିବକ୍ସ୍ଟଷୀଯ ସହିତ ବାସ କଲେ।

ବିଚାରକର୍ତାମାନଙ୍କ ବିବରଣ 3:6

ଇଶ୍ରାୟେଲୀୟ ସହେି ଲୋକମାନଙ୍କର ଝିଅମାନଙ୍କୁ ବିବାହ କରିବାକୁ ଆରମ୍ଭ କଲେ। ସମାନେେ ସମାନଙ୍କେର ଝିଅମାନଙ୍କୁ ସହେି ଲୋକମାନଙ୍କର ପକ୍ସ୍ଟଅମାନଙ୍କ ସହିତ ବିବାହ କରିବାକୁ ଅନକ୍ସ୍ଟମତି ଦେଲେ। ଏହା ବ୍ଯତିତ ଇଶ୍ରାୟେଲୀତ ସହେି ଲୋକମାନଙ୍କର ଦବେତାଗଣକକ୍ସ୍ଟ ପୂଜା କଲେ।

ବିଚାରକର୍ତାମାନଙ୍କ ବିବରଣ 8:27

ଗିଦ୍ଦିୟୋନ ଏହିସବୁ ସକ୍ସ୍ଟବର୍ଣ୍ଣ ରେ ଏକ ଏଫୋଦ ତିଆରି କଲେ। ସେ ଏହାକକ୍ସ୍ଟ ସମାନଙ୍କେ ନଗର ଅଫ୍ରା ରେ ରଖିଲେ। ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ସହେି ଏଫୋଦକକ୍ସ୍ଟ ଉପାସନା କଲେ। ଏହିପରି ଭାବରେ, ଏଫୋଦକକ୍ସ୍ଟ ଉପାସନା କରି ଇଶ୍ରାୟେଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବାସି ହେଲେ। ଏହି ଏଫୋଦ ଗିଦ୍ଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ବରୂପ ହେଲା, ଯାହାକି ସମାନଙ୍କେର ପାପର କାରଣ ହେଲା।

ପ୍ରଥମ ରାଜାବଳୀ 11:2

ଏହା ପୂର୍ବରୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ସତର୍କ କରିଥିଲେ, ତୁମ୍ଭମାନେେ ଅନ୍ୟ ଦେଶର କନ୍ଯାଙ୍କୁ ବିବାହ କରିବ ନାହିଁ। କାରଣ ସମାନେେ ନିଜର ସାଥୀମାନଙ୍କୁ ଅନ୍ୟ ଦବୋ ଦବେୀର ଉପାସନା ପାଇଁ ଆକର୍ଷିତ କରି ପାରନ୍ତି। ମାତ୍ର ଶଲୋମନ ସମାନଙ୍କେ ସହିତ ପ୍ ରମେ କଲେ।

ପ୍ରଥମ ରାଜାବଳୀ 21:25

ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ଦିତୀୟ ବଂଶାବଳୀ 21:11

ଯିହାରୋମ୍ ଯିହୁଦାର ପର୍ବତମାନଙ୍କ ରେ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଯିହାରୋମ୍ ୟିରୁଶାଲମର ଓ ଯିହୁଦାର ଲୋକମାନଙ୍କୁ ଭୁଲ୍ ପଥରେ ଆଗଇେ ନେଲେ।

ଏଜ୍ରା 9:2

ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।

ନିହିମିୟା 10:31

ଆମ୍ଭେ ପ୍ରତିଜ୍ଞା କରୁଅଛୁ, ଆଉ ଦେଶସ୍ଥ ଲୋକମାନେ ବିଶ୍ରାମ ବାର ରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ଯ ବିକିବାକୁ ଆଣିଲେ, ଆମ୍ଭମାନେେ ବିଶ୍ରାମଦିନ ରେ, କି ଅନ୍ୟ କୌଣସି ପବିତ୍ର ଦିନ ରେ ସମାନଙ୍କେଠାରୁ ତାହା କିଣିବୁ ନାହିଁ। ଆଉ ସପ୍ତମ ବର୍ଷ, ସର୍ବପ୍ରକାର ଋଣ ଆଦାଯ କରିବାର ଛାଡି ଦବେୁ।

ନିହିମିୟା 13:23

ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।

ନିହିମିୟା 13:25

ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।

ଗୀତସଂହିତା 106:39

ତଣେୁ ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର କାର୍ୟ୍ଯଦ୍ବାରା ଅପବିତ୍ର ହାଇେଥିଲେ। ପରମେଶ୍ବରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ବାସୀ ହେଲେ ନାହିଁ। ଅନ୍ୟ ଦେଶୀଯ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ଯ ସପରେି କାର୍ୟ୍ଯ କଲେ।

ହୋଶେୟ 1:2

ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:14

ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?

Interlinear

Choose Theme