Home Bibles ଯାତ୍ରା ପୁସ୍ତକ 34:17 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 34:17 · ଓଡ଼ିଆ ବାଇବେଲ

ତୁମ୍ଭମାନେେ କୌଣସି ଛାଞ୍ଚ ରେ ଢଳା ଦବେତା ତୁମ୍ଭମାନଙ୍କ ପାଇଁ କର ନାହିଁ।

Cross references

ଯାତ୍ରା ପୁସ୍ତକ 20:4

ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।

ଯାତ୍ରା ପୁସ୍ତକ 23:14

ତୁମ୍ଭମାନେେ ବର୍ଷ ରେ ତିନିଥର ମାେ ଉଦ୍ଦେଶ୍ଯ ରେ ଉତ୍ସବ କର। ସହେି ଉତ୍ସବ ଗୁଡିକରେ ତୁମ୍ଭମାନେେ ମାରେ ପବିତ୍ର ସ୍ଥାନକୁ ଆସି ଉପାସନା କର।

ଯାତ୍ରା ପୁସ୍ତକ 32:8

ସମାନେେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦଇେଥିବା ପଥରୁ ବିମୁଖ ହେଲେ। ସମାନେେ ସୁବର୍ଣ୍ଣର ଏକ ବାଛୁରୀ ନିର୍ମାଣ କଲେ। ସମାନେେ ସହେି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖ ରେ ବଳିଦାନ କରୁଛନ୍ତି। ସମାନେେ କହନ୍ତି, 'ଇଶ୍ରାୟେଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦବେତା ବାହାର କରି ଆଣିଲେ, ସଗେୁଡିକ ଏହି।'

ଲେବୀୟ ପୁସ୍ତକ 19:4

ଆଉ ତୁମ୍ଭମାନେେ ପ୍ରତିମାଗଣଙ୍କୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦବେତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଯିଶାଇୟ 46:6

ସମାନେେ ଥଳିରୁ ସୁନା ଢ଼ାଳନ୍ତି ଓ ନିକ୍ତି ରେ ରୂପା ତୌଲନ୍ତି। ସମାନେେ ସୁନାରିକୁ ଗୋଟିଏ ଦବେତା ଗଢ଼ିବା ପାଇଁ ମୂଲ୍ଯ ଦିଅନ୍ତି ଓ ସେ ଗୋଟିଏ ଦବେତା ନିର୍ମାଣ କରେ। ସମାନେେ ତାକୁ ପ୍ରଣାମ କରି ପୂଜା କରନ୍ତି।

ଯିରିମିୟ 10:14

ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:29

ଯେ ହତେୁ ଆମ୍ଭମାନେେ ପରମେଶ୍ବରଙ୍କ ସନ୍ତାନ ତେଣୁ ଆମ୍ଭମାନେେ ପରମେଶ୍ବରଙ୍କୁ ମନୁଷ୍ଯର କୌଶଳ ଓ କଳ୍ପନା ରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ଯ ଭାବିବା ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:26

ତୁମ୍ଭମାନେେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କବଳେ ଏଫିସ ନଗର ରେ ନୁହେଁ, ପୁରା ଏସିଆ ରେ ଲୋକମାନଙ୍କୁ ମତଇେ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ଯର ହାତ ତିଆରି ଦବେତାମାନେ ପ୍ରକୃତ ଦବେତା ନୁହଁନ୍ତି।

Interlinear

Choose Theme