Home Bibles ଯାତ୍ରା ପୁସ୍ତକ 34:18 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 34:18 · ଓଡ଼ିଆ ବାଇବେଲ

ତୁମ୍ଭମାନେ ତାଡିଶୂନ୍ଯ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦଇେଅଛୁ। ସହେିରୁପେ ତୁମ୍ଭମାନେେ ସାତଦିନ ତାଡିଶୁନ୍ଯ ରୋଟୀ ଖାଇବ। କାରଣ ସହେି ଆବୀବ୍ ମାସ ରେ ତୁମ୍ଭେ ମିଶର ଦେଶରୁ ବାହାର ହାଇେ ଆସିଥିଲ।

Cross references

ଯାତ୍ରା ପୁସ୍ତକ 12:2

ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହବେ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହବେ।

ଯାତ୍ରା ପୁସ୍ତକ 12:15

ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।

ଯାତ୍ରା ପୁସ୍ତକ 13:3

ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।

ଯାତ୍ରା ପୁସ୍ତକ 13:4

ଆଜି ଆବୀବ୍ ମାସ ରେ ଏହି ଦିନ ରେ ବାହାର ହେଲେ।

ଯାତ୍ରା ପୁସ୍ତକ 13:6

ସାତଦିନ ୟାଏ ତାଡୀଶୂନ୍ଯ ରୋଟୀ ଖାଇବ। ଏବଂ ସପ୍ତମଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଙ୍କର ସମ୍ମାନାର୍ଥେ ଏକ ବଡ ଭୋଜିର ଆଯୋଜନ କରିବ।

ଯାତ୍ରା ପୁସ୍ତକ 23:14

ତୁମ୍ଭମାନେେ ବର୍ଷ ରେ ତିନିଥର ମାେ ଉଦ୍ଦେଶ୍ଯ ରେ ଉତ୍ସବ କର। ସହେି ଉତ୍ସବ ଗୁଡିକରେ ତୁମ୍ଭମାନେେ ମାରେ ପବିତ୍ର ସ୍ଥାନକୁ ଆସି ଉପାସନା କର।

ଯାତ୍ରା ପୁସ୍ତକ 23:15

ପ୍ରଥମ ଉତ୍ସବଟି ତାଡିଶୂନ୍ଯ ରୋଟୀର ଉତ୍ସବ। ଏହା ମାରେ ଆଜ୍ଞାନୁସା ରେ ପାଳନ କରିବ। ଏହିପରି ତୁମ୍ଭମାନେେ ସାତଦିନ ୟାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭମାନେେ ଆବୀବ୍ ମାସ ରେ ପାଳନ କରିବ। କାରଣ ଏହି ମାସ ରେ ତୁମ୍ଭମାନେେ ମିଶରରୁ ମୁକ୍ତ ହାଇେଥିଲ। ପ୍ରେତ୍ୟକକ ଲୋକ ମାେତେ ନବୈେଦ୍ଯ ଉତ୍ସର୍ଗ କରିବେ।

ଲେବୀୟ ପୁସ୍ତକ 23:6

ପୁଣି ସହେି ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଡିଶୂନ୍ଯ ରୋଟୀର ପର୍ବ ହବେ। ତୁମ୍ଭମାନେେ ସାତଦିନ ପର୍ୟ୍ଯନ୍ତ ତାଡିଶୂନ୍ଯ ରୋଟୀ ଭୋଜନ କରିବ।

ଦିତୀୟ ବିବରଣ 16:1

ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।

ମାର୍କଲିଖିତ ସୁସମାଚାର 14:1

ନିସ୍ତାର ପର୍ବ ଓ ଖମୀର ଶୁନ୍ଯ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନ ଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳ ରେ ବନ୍ଦୀ କରି ତା'ପରେ ମାରି ଦବୋ ପାଇଁ ଉପାୟ ଖୋଜୁ ଥିଲେ।

ଲୂକଲିଖିତ ସୁସମାଚାର 22:1

ଖମୀରଶୂନ୍ଯ ରୋଟୀ ପର୍ବ, ଯାହାକୁ ନିସ୍ତାର ପର୍ବ ମଧ୍ଯ କୁହାୟାଏ, ତାହାର ସମୟ ନିକଟ ହାଇେ ଆସୁଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:3

ଯିହୂଦୀମାନଙ୍କୁ ଏ ଘଟଣା ରେ ଖୁସି ହବୋର ଦେଖି ପିତରଙ୍କୁ ମଧ୍ଯ ବନ୍ଦୀ କରିବାପାଇଁ ଆଗଇେଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।

Interlinear

Choose Theme