ଯାତ୍ରା ପୁସ୍ତକ 34:30 · ଓଡ଼ିଆ ବାଇବେଲ
ହାରୋଣ ଏବଂ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଦେଖିଲେ ମାଶାଙ୍କେର ମୁଖ ଅତି ଉଜ୍ଜଳ ଦିଶୁଛି। ତେଣୁ ସମାନେେ ତାଙ୍କ ନିକଟକୁ ୟିବାକୁ ଭୟ କଲେ।
Cross references
ଗଣନା ପୁସ୍ତକ 12:8
ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?
ମାର୍କଲିଖିତ ସୁସମାଚାର 9:3
ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହାଇଗେଲା। ତାହା ଏତେ ଉଜ୍ଜଳ ଓ ଧଳା ଥିଲା ଯେ ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।
ମାର୍କଲିଖିତ ସୁସମାଚାର 9:15
ଯେତବେେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାକୁ ତାହାଙ୍କ ପାଖକୁ ଦୌଡି ଗଲେ।
ଲୂକଲିଖିତ ସୁସମାଚାର 5:8
ଶିମାନେ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡିଏ ମାଛ ଧରିପାରିଥିବାରୁ ଆଶ୍ଚର୍ୟ୍ଯ ହାଇଗେଲେ।