Home Bibles ☰ Books ଯାତ୍ରା ପୁସ୍ତକ 34:8 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 34:8 · ଓଡ଼ିଆ ବାଇବେଲ

ଏହାପରେ ମାଶାେ ତତ୍କ୍ଷଣାତ୍ ଭୂମିଷ୍ଠ ହାଇେ ସଦାପ୍ରଭୁଙ୍କର ଉପାସନା କରି କହିଲେ,

Cross references

ଆଦି ପୁସ୍ତକ 17:3

ତହିଁରେ ଅବ୍ରାମ ପରମେଶ୍ବରଙ୍କଠା ରେ ମଥାନତ କଲେ। ପରମେଶ୍ବର ତାଙ୍କୁ କହିଲେ,

ଆଦି ପୁସ୍ତକ 48:12

ଏହାପରେ ଯୋଷଫେ ପିତାଙ୍କର କୋଳରୁ ସମାନଙ୍କେୁ ନଇେ ଆପେ ଭୂମିଷ୍ଠ ପ୍ରମାଣ କଲେ।

ଯାତ୍ରା ପୁସ୍ତକ 4:31

ଲୋକମାନେ ମଧ୍ଯ ବିଶ୍ବାସ କଲେ ଯେ ପରମେଶ୍ବର ମାଶାଙ୍କେୁ ପଠାଇଛନ୍ତି। ଯେତବେେଳେ ଇଶ୍ରାୟେଲୀୟମାନେ ଶୁଣିଲେ ଯେ, ପରମେଶ୍ବର ସମାନଙ୍କେର ଅସୁବିଧା ଦେଖିଛନ୍ତି ଏବଂ ସମାନଙ୍କେ ପାଇଁ ଦୁଃଖ କଲେ। ସମାନେେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

ଦିତୀୟ ବଂଶାବଳୀ 20:18

ଯିହାଶାଫେଟ୍ ତଳକୁ ମୁହଁ କରି ମଥାନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ୟିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଥାନତ କଲେ। ଆଉ ସମାନେେ ସମସ୍ତେ ସଦାପ୍ରଭୁଙ୍କର ସବୋ କଲେ।

Interlinear

Choose Theme