Home Bibles ଯାତ୍ରା ପୁସ୍ତକ 36:14 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 36:14 · ଓଡ଼ିଆ ବାଇବେଲ

ଏହାପରେ ସହେି ଶିଳ୍ପୀଗଣ ସହେି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ୟବନିକା ପ୍ରସ୍ତୁତ କଲେ।

Cross references

ଯାତ୍ରା ପୁସ୍ତକ 26:7

ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡାଇ ରହିବ। ତମ୍ବୁଟି କରିବା ପାଇଁ ଛଳେିର ଚମଡା ରେ ନିର୍ମିତ ହାଇେଥିବା ଏଗାରଟି ପରଦା ବ୍ଯବହାର କର।

Interlinear

Choose Theme