Home Bibles ଯାତ୍ରା ପୁସ୍ତକ 36:22 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 36:22 · ଓଡ଼ିଆ ବାଇବେଲ

ପ୍ରେତ୍ୟକକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସମାନେେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।

Cross references

ଯାତ୍ରା ପୁସ୍ତକ 26:17

ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ବାରା ୟୋଡି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡିକ ସମାନ ଆକାରର ହବୋ ଉଚିତ୍।

Interlinear

Choose Theme