Home Bibles ଯାତ୍ରା ପୁସ୍ତକ 36:8 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 36:8 · ଓଡ଼ିଆ ବାଇବେଲ

ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।

Cross references

ଯାତ୍ରା ପୁସ୍ତକ 25:18

ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।

ଯାତ୍ରା ପୁସ୍ତକ 25:22

ଆଉ ମୁଁ ଯେତବେେଳେ ତୁମ୍ଭକୁ ସାକ୍ଷାତ କରେ ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ଯରୁ ତୁମ୍ଭ ସଙ୍ଗେ ଆଳାପ କରି ଇଶ୍ରାୟେଲ ସନ୍ତାନଗଣ ବିଷଯକ ମୁଁ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବି।

ଯାତ୍ରା ପୁସ୍ତକ 26:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।

ଯାତ୍ରା ପୁସ୍ତକ 31:6

ଅହଲୀଯାବକୁ ସାହାୟ୍ଯ କରିବା ପାଇଁ ମୁଁ ତାକୁ ବାଛିଅଛି। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନ ରେ ଭରପୁର କଲୁ। ମୁଁ ସମାନଙ୍କେର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛିଏବଂ ସମାନେେ ମାେ ପାଇଁ କାର୍ୟ୍ଯ କରିବେ।

ଯାତ୍ରା ପୁସ୍ତକ 35:10

ତୁମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ କର୍ମ ରେ ନିପୁଣ ସମାନେେ ସଦାପ୍ରଭୁଙ୍କ ଆଜ୍ଞା ରେ ସବୁକିଛି ନିର୍ମାଣ କର।

ଯାତ୍ରା ପୁସ୍ତକ 39:3

ସମାନେେ ନୀଳ, ବାଇଗଣୀ ଓ ଲାଲ ରଂଗର ସୂତା ରେ ଝାଲରେି ବୁଣିବା ପାଇଁ ସମାନେେ ସୁବର୍ଣ୍ଣକୁ ପିଟିଲେ ଓ କାଟି େଛାଟ ସୂତା ରେ ପରିଣତ କଲେ।

ପ୍ରଥମ ରାଜାବଳୀ 6:23

ବଢଇମାନେେ ଜିତ କାଠ ରେ ଦଶହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବ ଦୂତଗଣ ନିର୍ମାଣ କଲେ ଓ ସହେି ପକ୍ଷବିଶିଷ୍ଟ କିରୁବ ଦୂତ ଦୁଇଟିକୁ ସହେି ମହାପବିତ୍ର ସ୍ଥାନ ରେ ସ୍ଥାପନ କଲେ।

ପ୍ରଥମ ବଂଶାବଳୀ 15:1

ଦାଉଦ ଆପଣା ନିମନ୍ତେ ଦାଉଦ ନଗର ରେ ଗୃହମାନ ନିର୍ମାଣ କଲେ। ଏହାପରେ ସେ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।

ଦିତୀୟ ବଂଶାବଳୀ 3:10

ଶଲୋମନ ମହାପବିତ୍ର ସ୍ଥାନ ରେ ସ୍ଥାପନ କରିବା ନିମନ୍ତେ ଦୁଇଟି କିରୂବ ମୂର୍ତ୍ତି ନିର୍ମାଣ କଲେ। କାରିଗରମାନେ ଏହି କିରୁବଦୂତଗଣଙ୍କର ମୂର୍ତ୍ତିଗୁଡ଼ିକୁ ସୁନା ରେ ଆଚ୍ଛାଦନ କଲେ।

ଯିହିଜିକଲ 1:5

ସହେି ମେଘ ମଧିଅରେ ଜୀବନ୍ତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସମାନଙ୍କେର ଆକୃତି ମନୁଷ୍ଯ ପରି ଥିଲା।

ଯିହିଜିକଲ 10:1

ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।

Interlinear

Choose Theme