Home Bibles ☰ Books ଯାତ୍ରା ପୁସ୍ତକ 37:17 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 37:17 · ଓଡ଼ିଆ ବାଇବେଲ

ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।

Cross references

ଯାତ୍ରା ପୁସ୍ତକ 25:31

ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

ଯାତ୍ରା ପୁସ୍ତକ 40:24

ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍‌ବ ରେ ଏହାକୁ ରଖିଥିଲେ।

ଲେବୀୟ ପୁସ୍ତକ 24:4

ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ।

ପ୍ରଥମ ବଂଶାବଳୀ 28:15

ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରେ ୗପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ଯ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କ ରେ ଆବଶ୍ଯକ ସହେି ସ୍ଥାନମାନଙ୍କ ରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ଯବହୃତ ହବୋର ଥିଲା।

ଦିତୀୟ ବଂଶାବଳୀ 13:11

ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।

ଯିଖରିୟ 4:2

ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, ତୁମ୍ଭେ କ'ଣ ଦେଖୁଛ?

ଯିଖରିୟ 4:11

ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?

ମାଥିଉଲିଖିତ ସୁସମାଚାର 5:15

ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।

ଯୋହନଲିଖିତ ସୁସମାଚାର 1:4

ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:15

ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।

ଏବ୍ରୀ 9:2

ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:12

ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି।

Interlinear

Choose Theme