ଦୀପରୂଖାର ଦଣ୍ଡଟି ରେ ଚାରୋଟୀ ପୁଷ୍ପ ଥିଲା, ସଗେୁଡିକ ଆକୃତି ବାଦାମ ପୁଷ୍ପର ବୃନ୍ତ ଓ ପାଖୁଡା ସଦୃଶ ଥିଲା।
Cross references
ପ୍ରତି ଶାଖା ରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।
ଏହାପରେ ଆରଦିନ ମାଶାେ ସାକ୍ଷ୍ଯ ତମ୍ବୁ ରେ ପ୍ରବେଶ କରି ସାକ୍ଷ୍ଯ ସିନ୍ଦୁକ ଦେଖିଲେ, ଲବେୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡି ଅଙ୍କୁରିତ ହାଇେଅଛ, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ବ ବାଦାମ ଫଳିଲା।
ଆହୁରି ସମାନେେ ଉଚ୍ଚସ୍ଥାନ ବିଷଯ ରେ ଭୟ କରିବେ ଓ ପଥରେ ତ୍ରାସ ହବେେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ଯ ଧଳା ଗତି ରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହବେ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପ ରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶାେକକାରୀମାନେ ଏକତ୍ରୀତ ହାଇେ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନବେେ।
ଏହାପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା, ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ ?