ଯାତ୍ରା ପୁସ୍ତକ 37:7 · ଓଡ଼ିଆ ବାଇବେଲ
ଏହାପରେ ବତ୍ସଲଲେ ପିଟାସୁବର୍ଣ୍ଣ ରେ ଦୁଇ କିରୂବ ଦୂତଗଣ ନିର୍ମାଣ କରି ପାପାଚ୍ଛାଦନ ଦୁଇ ମୁଣ୍ଡ ରେ ରଖିଲେ।
Cross references
ପ୍ରଥମ ରାଜାବଳୀ 6:23
ବଢଇମାନେେ ଜିତ କାଠ ରେ ଦଶହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବ ଦୂତଗଣ ନିର୍ମାଣ କଲେ ଓ ସହେି ପକ୍ଷବିଶିଷ୍ଟ କିରୁବ ଦୂତ ଦୁଇଟିକୁ ସହେି ମହାପବିତ୍ର ସ୍ଥାନ ରେ ସ୍ଥାପନ କଲେ।
ଗୀତସଂହିତା 80:1
ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଗୀତସଂହିତା 104:4
ହେ ପରମେଶ୍ବର, ତୁମ୍ଭେ ଆପଣା ଦୂତମାନଙ୍କୁ ବାଯୁ ପରି କର ଓ ତୁମ୍ଭର ସବେକମାନଙ୍କୁ ଅଗ୍ନି ସଦୃଶ କର।
ଯିହିଜିକଲ 10:2
ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।