Home Bibles ଯାତ୍ରା ପୁସ୍ତକ 38:18 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 38:18 · ଓଡ଼ିଆ ବାଇବେଲ

ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।

Cross references

ଦିତୀୟ ବଂଶାବଳୀ 3:14

ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାବୀ ବସ୍ତ୍ର ବ୍ଯବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବା ଦୂତଗଣକୃତି ବୁଣିଲେ।

Interlinear

Choose Theme