ଯାତ୍ରା ପୁସ୍ତକ 38:26 · ଓଡ଼ିଆ ବାଇବେଲ
ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।
Cross references
ଯାତ୍ରା ପୁସ୍ତକ 12:37
ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।
ଯାତ୍ରା ପୁସ୍ତକ 30:13
ଯେଉମାନଙ୍କୁ ଗଣନା କରାୟାଏ ସମାନେେ ଅର୍ଦ୍ଧ ଶକେଲ ଦବୋ ଉଚିତ୍। କର୍ୟ୍ଯାଳଯ ମାପ ଅନୁସାରେ ଅର୍ଦ୍ଧ ଶକେଲ, ଏହି ଶକେଲ କୋଡ଼ିଏ ଗରୋହ ଅଟେ। ସହେି ଅର୍ଦ୍ଧ ଶକେଲ ସଦାପ୍ରଭୁଙ୍କ ପାଇଁ ନବୈେଦ୍ଯ ହବେ।
ଯାତ୍ରା ପୁସ୍ତକ 30:15
ଧନୀ ବ୍ଯକ୍ତି ଅର୍ଦ୍ଧ ଶକେଲରୁ ଅଧିକ ଦବୋ ଉଚିତ୍ନୁ ହେଁ। ଗରିବ ଲୋକମାନେ ଅର୍ଦ୍ଧ ଶକେଲରୁ କମ୍ ଦବୋ ଉଚିତ୍ ନୁହେଁ। ସମସ୍ତ ନବୈେଦ୍ଯ ସମାନ ହବୋ ଉଚିତ୍। ତୁମ୍ଭ ଜୀବନର ପ୍ରାଯଶ୍ଚିତ ନିମନ୍ତେ, ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟିବ।
ଗଣନା ପୁସ୍ତକ 1:46
ଗଣନା ଅନୁସାରେ ସମସ୍ତ ମନୁଷ୍ଯଙ୍କ ସଂଖ୍ଯା 6,03,550 ହୋଲା।