ଯାତ୍ରା ପୁସ୍ତକ 38:27 · ଓଡ଼ିଆ ବାଇବେଲ
ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।
Cross references
ଯାତ୍ରା ପୁସ୍ତକ 26:19
ସହେି କୋଡିଏ ତକ୍ତା ତଳେ ରଖିବା ପାଇଁ ଚାଳିଶ ରୂପାର ଆଧାର କର। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।
ଯାତ୍ରା ପୁସ୍ତକ 26:21
ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରହିବ। ଏହିପରି ରୂପାର ଚାଳିଶଟି ଆଧାର ହବେ।
ଯାତ୍ରା ପୁସ୍ତକ 26:25
ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମାଟେ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରେ ୗପ୍ୟ ଆଧାର ହବେ, ଦୁଇଟି ଆଧାର ପ୍ରେତ୍ୟକକ ତକ୍ତା ତଳେ।
ଯାତ୍ରା ପୁସ୍ତକ 26:32
ତୁମ୍ଭେ ସହେି ପରଦାକୁ ଶିଟୀମ୍ କାଠର ଚାରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କୁଡା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ଯବହାର କର।