Home Bibles ଯାତ୍ରା ପୁସ୍ତକ 38:30 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 38:30 · ଓଡ଼ିଆ ବାଇବେଲ

ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।

Cross references

ଯାତ୍ରା ପୁସ୍ତକ 26:37

ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

ଯାତ୍ରା ପୁସ୍ତକ 27:2

ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 27:10

ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।

ଯାତ୍ରା ପୁସ୍ତକ 27:17

ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।

Interlinear

Choose Theme