Home Bibles ଯାତ୍ରା ପୁସ୍ତକ 38:31 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 38:31 · ଓଡ଼ିଆ ବାଇବେଲ

ପ୍ରାଙ୍ଗଣର ଚତୁଃପାଶର୍‌ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।

Cross references

ଯାତ୍ରା ପୁସ୍ତକ 27:10

ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।

ଯାତ୍ରା ପୁସ୍ତକ 27:19

ଆଉ ପବିତ୍ର ତମ୍ବୁର ସମୁଦାଯ କାର୍ୟ୍ଯ ସମ୍ବନ୍ଧୀଯ ସାମଗ୍ରୀ ଓ ପ୍ରଙ୍ଗଣର ସମସ୍ତ ଖିଲ କଂସାର ନିର୍ମିତ ହବୋ ଉଚିତ୍।

Interlinear

Choose Theme