ଯାତ୍ରା ପୁସ୍ତକ 38:4 · ଓଡ଼ିଆ ବାଇବେଲ
ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।
Cross references
ଯାତ୍ରା ପୁସ୍ତକ 27:4
ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।
ଯାତ୍ରା ପୁସ୍ତକ 27:5
ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।