ଯାତ୍ରା ପୁସ୍ତକ 39:20 · ଓଡ଼ିଆ ବାଇବେଲ
ସମାନେେ ଆଉ ଦୁଇ ସ୍ବର୍ଣ୍ଣକଡା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟୀବନ୍ଧନ ଉପରେ ତାହା ଲଗାଇଲେ।
Cross references
ଯାତ୍ରା ପୁସ୍ତକ 26:3
ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।