Home Bibles ଯାତ୍ରା ପୁସ୍ତକ 39:27 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 39:27 · ଓଡ଼ିଆ ବାଇବେଲ

ଏହାପରେ ସମାନେେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ସୂକ୍ଷ୍ମ କ୍ଷୋମ ସୂତ୍ର ଦ୍ବାରା ତନ୍ତୁବାଯ ନିର୍ମିତ ଜାମା ତିଆରି କଲେ।

Cross references

ଯାତ୍ରା ପୁସ୍ତକ 28:36

ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।

ଯାତ୍ରା ପୁସ୍ତକ 28:39

ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।

ଲେବୀୟ ପୁସ୍ତକ 8:13

ତା'ପରେ ମାଶାେ ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସମାନଙ୍କେୁ ଜାମା ପିନ୍ଧାଇଲେ, କଟୀ ରେ ସମାନଙ୍କେର କଟୀବନ୍ଧନୀ ବାନ୍ଧିଲେ ଓ ସମାନଙ୍କେୁ ଶିରୋଭୂଷଣ ରେ ଭୂଷିତ କଲେ। ମାଶାେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।

ଯିଶାଇୟ 61:10

ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଯିହିଜିକଲ 44:18

ସମାନଙ୍କେ ମସ୍ତକରେ ମସିନା ବସ୍ତ୍ରର ପଗଡ଼ି ଓ କଟି ଦେଶ ରେ ମସିନା ବସ୍ତ୍ରର ଜଙ୍ଘିଆ ଥିବ। ସ୍ବଦେ ଜାତ ହେଲାଭଳି କୌଣସି ପୋଷାକ ସମାନେେ ପିନ୍ଧିବେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 3:22

ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।

ରୋମୀୟଙ୍କ ପ୍ରତି ପତ୍ର 13:14

ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

ଗାଲାତୀୟଙ୍କ ପ୍ରତି ପତ୍ର 3:27

ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:6

ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।

ପିତରଙ୍କ ପ୍ରଥମ ପତ୍ 1:13

ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।

Interlinear

Choose Theme