ଶୁଦ୍ଧ ସୁବର୍ଣ୍ଣର ଦ୍ବୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈ ଆଣିଲେ।
Cross references
ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
ବର୍ତ୍ତମାନ ଇଶ୍ରାୟେଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପଷୋ ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।
ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।
ହାରୋଣଙ୍କୁ କୁହ, ମୁଁ ଦଖାଇେଥିବା ସ୍ଥାନ ରେ ସାତାଟେି ପ୍ରଦୀପ ରଖିବେ। ଯାହାଫଳ ରେ ସାତାଟେି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗ ରେ ଆଲୁଅ ଦବେ।
ହାରୋଣ ସହେିପରି କଲେ, ଯେପରି ତାଙ୍କୁ ନିର୍ବ୍ଦେଶ ଦଇେଥିଲେ। ସେ ପ୍ରଦୀପଗୁଡିକୁ ସଜାଡି଼ଲେ, ଯେଉଁଥିପାଇଁ ସଗେୁଡିକ ଦୀପରୁଖାର ସମ୍ମୁଖ ସ୍ଥାନକୁ ଆଲୋକିତ କରିପାରିବେ।
ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।