ଏହାପରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ଯର ମୁଖ କିଏ ନିର୍ମାଣ କରିଛି? ମନୁଷ୍ଯକୁ କିଏ ମୁକ ବା ବଧିର କରେ? ମନୁଷ୍ଯକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ଯକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସହେି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସହେି ସଦାପ୍ରଭୁ।
Cross references
ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।
ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
ପରମେଶ୍ବର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ, ସେ କ'ଣ ଶୁଣିପାରୁ ନାହାଁନ୍ତି! ପରମେଶ୍ବର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି। ସେ କ'ଣ ଦେଖି ପାରିବେ ନାହିଁ! ୟାହା ସବୁ ଘଟିଯାଉଛି।
ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।
କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
ସହେି ସରାଫ ଦବଦେୂତ ସହେି ଉତ୍ତପ୍ତ ଅଙ୍ଗାର ସାହାୟ୍ଯ ରେ ମାରେ ମୁଖକୁ ସ୍ପର୍ଶ କଲା। ତା'ପ ରେ ସେ କହିଲେ, ଦେଖ ! ମୁଁ ଏହି ଜ୍ବଳନ୍ତ ଅଙ୍ଗାର ରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହାଦ୍ବାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲ।'
ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।
ତା'ପ ରେ ମୁଁ କହିଲି, ହାୟ, ହାୟ, ହେ ସୈନ୍ଯାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କବଳେ ବାଳକ।
ସେତବେେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମାରେ ପାଟି ସ୍ପର୍ଶ କଲେ ଓ ମାେତେ କହିଲେ, ହେ ଯିରିମିୟ, ଆମ୍ଭେ ଆପଣା ବାକ୍ଯ ତୁମ୍ଭ ମୁଖ ରେ ଦଲେୁ।
ତା'ପ ରେ ଆମ୍ଭେ ତୁମ୍ଭ ଜିହ୍ବାକୁ ତୁମ୍ଭ ମୁଖର ତାଳୁ ରେ ୟୁକ୍ତ କରିବା, ଫଳ ରେ ତୁମ୍ଭେ ନୀରବ ରହିବ ଓ ସମାନଙ୍କେୁ ଗାଳି ଦବୋକୁ ସମର୍ଥ ହବେ ନାହିଁ। ଯଦିଓ ସମାନେେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।
ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ଯା ସମୟରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଥିଲା। ପ୍ରାତଃକାଳ ରେ ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମାରେ ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହାଇେ ରହିଲି ନାହିଁ।
ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।