ଯାତ୍ରା ପୁସ୍ତକ 4:16 · ଓଡ଼ିଆ ବାଇବେଲ
ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା ପାଇଁ ପରମେଶ୍ବର ପରି ଏବଂ ସେ ତୁମ୍ଭର ପ୍ରବକ୍ତା।
Cross references
ଯାତ୍ରା ପୁସ୍ତକ 7:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।
ଯାତ୍ରା ପୁସ୍ତକ 18:19
ବର୍ତ୍ତମାନ ମାେ କଥା ଶୁଣ। ମାରେ କେତକେ ଉପଦେଶ ଗ୍ରହଣ କର। ପରମେଶ୍ବର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ବରଙ୍କ ଛାମୁ ରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହାଇେ ସମାନଙ୍କେ କଥା ପରମେଶ୍ବରଙ୍କ ନିକଟରେ ଜଣାଅ।
ଗୀତସଂହିତା 82:6
ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।
ଯୋହନଲିଖିତ ସୁସମାଚାର 10:34
ଯୀଶୁ ଉତ୍ତର ଦେଲେ, ତୁମ୍ଭ ବ୍ଯବସ୍ଥା ରେ ଏହା ଲଖାେ ଅଛି, 'ଆମ୍ଭେ କହିଲୁ, ତୁମ୍ଭମାନେେ ଈଶ୍ବରଗଣ।'