Home Bibles ଯାତ୍ରା ପୁସ୍ତକ 4:19 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 4:19 · ଓଡ଼ିଆ ବାଇବେଲ

ପରମେଶ୍ବର ମିଦିଯନ ରେ ମାଶାଙ୍କେୁ କହିଲେ, ତୁମ୍ଭେ ବର୍ତ୍ତମାନ ମିଶରକୁ ନିରାପଦ ରେ ୟାଇପାର, କାରଣ ଯେଉଁମାନେ ତୁମ୍ଭକୁ ମାରିବାକୁ ଚାହୁଁଥିଲେ, ସମାନେେ ବର୍ତ୍ତମାନ ମୃତ।

Cross references

ଯାତ୍ରା ପୁସ୍ତକ 2:15

ତା'ପରେ ଫାରୋ ଜାଣିବାକୁ ପାଇଲେ ମାଶାେ ଯାହା କରିଥିଲେ। ତେଣୁ ସେ ମାଶାଙ୍କେୁ ହତ୍ଯା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମାଶାେ ଖସି ମିଦିଯନୀଯ ଦେଶକୁ ପଳାଇଲେ।

ଯାତ୍ରା ପୁସ୍ତକ 2:23

ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।

ମାଥିଉଲିଖିତ ସୁସମାଚାର 2:20

ଦୂତ କହିଲେ, ଉଠ, ପିଲାଟିକୁ ଓ ତା ମାଆକୁ ନଇେ ଇସ୍ରାଯାଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦବୋକୁ ଚେଷ୍ଟା କରୁଥିଲେ, ସମାନେେ ଏବେ ମରିଗଲଣେି।

Interlinear

Choose Theme