ସଦାପ୍ରଭୁ କହନ୍ତି, 'ଇଶ୍ରାୟେଲ ହେଉଛ ମାରେ ପ୍ରଥମ ଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛ ଯେ ତୁମ୍ଭେ ମାରେ ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳ ରେ ସମାନେେ ମାରେ ଉପାସନା କରିବେ। ଯଦି ତୁମ୍ଭେ ସମାନଙ୍କେୁ ୟିବା ପାଇଁ ନଦିଅ ତବେେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ଯା କରିବି।'
Cross references
ଇଶ୍ରାୟେଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ୟାଅ। ତୁମ୍ଭମାନେେ ତାଙ୍କୁ କହିବ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନଯ କରୁଅଛୁ, ତିନିଦିନ ମରୁଭୂମି ମଧ୍ଯକୁ ୟାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।'
ମାଶାେ ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସମାନେେ କହିଲେ, ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର କହିଛନ୍ତି, ' ମାରେ ଲୋମନଙ୍କୁ ୟିବାକୁ ଦିଅ। ସମାନେେ ମାେ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।'
ତାଙ୍କୁ ଏହା କୁହ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର ମାେତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡିଦବୋ ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମାେତେ ପଠାଇଛନ୍ତି। ସମାନେେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ୟ୍ଯନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଯେିବେ।
ସମାନେେ ସହେିପରି କଲେ। ହାରୋଣ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶର ରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଗେଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ହାଇଗେଲେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ ଫାରୋଙ୍କ ନିକଟକୁ ୟାଇ କହିବାକୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହନ୍ତି, ' ମାରେ ଲୋକମାନଙ୍କୁ ୟିବାକୁ ଦିଅ, ଯାହାଫଳ ରେ ସମାନେେ ମାେତେ ଉପାସନା କରି ପାରିବେ।
ଯଦି ତୁମ୍ଭେ ଏପରି କର ଓ ମାରେ ଲୋକମାନଙ୍କୁ ୟିବାକୁ ନଦିଅ।
ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।
ତୁମ୍ଭମାନେେ ଯଦି ମାରେ ଲୋକମାନଙ୍କୁ ୟିବାକୁ ନଦିଅ। ତବେେ କାଲି ତୁମ୍ଭ ରାଜ୍ଯ ରେ ପଙ୍ଗପାଳ ଦଳ ଆଣିବି।
ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେଏପରିକି ଫାରୋଙ୍କର ପ୍ରଥମ ଜାତ ପୁତ୍ର ଚକି ପଷେଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତ ମାନେ ମଧ୍ଯ ମରିବୋ
ମଧ୍ଯରାତ୍ର ରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ।
ମିଶର ରେ, ଫାରୋ ଥିଲେ ଅତି କଠାେର ମନା। ସେ ଆମ୍ଭକୁ ୟିବାକୁ ଦେଉନଥିଲେ, ତେଣୁ ସଠାେରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ଯା କରିଥିଲେ। ସହେି କାରଣରୁ ଆମ୍ଭମାନେେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫରୋଇ ଆଣୁ।'
ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ଯା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।
ଏବଂ ପରମେଶ୍ବର ସମାନଙ୍କେ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ଯା କଲେ ଓ ସେ ସମାନଙ୍କେର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
ପରମେଶ୍ବର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ଯ ଓ ପଶୁଗଣଙ୍କୁ ହତ୍ଯା କଲେ।