Home Bibles ଯାତ୍ରା ପୁସ୍ତକ 4:25 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 4:25 · ଓଡ଼ିଆ ବାଇବେଲ

କିନ୍ତୁ ସିପ୍ପୋରା ଏକ ତିକ୍ଷ୍ଣ ଅସ୍ତ୍ରଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସହେି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ମାହେର ରକ୍ତ ରଂଜିତ ସ୍ବାମୀ।

Cross references

ଆଦି ପୁସ୍ତକ 17:14

ଯେଉଁ ମନୁଷ୍ଯମାନଙ୍କର ସୁନ୍ନତ ହାଇନୋହିଁ, ସମାନଙ୍କେୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାୟିବ। କାହିଁକି? କାରଣ ସେ ମାରେ ଚୁକ୍ତି ଭଙ୍ଗ କରିଛି।

ଯାତ୍ରା ପୁସ୍ତକ 2:21

ମାଶାେ ସହେି ଲୋକଟି ସହିତ ବାସ କରିବା ପାଇଁ ରାଜି ହେେଲ। ରୁଯଲେ ତାଙ୍କର କନ୍ଯା ସିପ୍ପୋରାକୁ ମାଶାଙ୍କେ ସହିତ ବିବାହ ଦେଲେ।

ଯିହୋଶୂୟ 5:2

ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଶିଳାର ଛକ୍ସ୍ଟରିମାନ ତିଆରି କରି ଆଉ ଥରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ସକ୍ସ୍ଟନ୍ନତ କର।

ଦିତୀୟ ଶାମୁୟେଲ 16:7

ଶିମିଯି ଦାଉଦଙ୍କକ୍ସ୍ଟ ଅଭିଶାପ ଦେଉଥିଲା ଏବଂ କହିଲା, ଆ ରେ ହତ୍ଯାକାରୀ ଏବଂ ମନ୍ଦ ଲୋକ ଏଠାରକ୍ସ୍ଟ ଦୂର ହକ୍ସ୍ଟଅ।

Interlinear

Choose Theme