Home Bibles ଯାତ୍ରା ପୁସ୍ତକ 4:6 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 4:6 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହାତକୁ ତୁମ୍ଭର ଛାତି ରେ ରଖ।

Cross references

ଗଣନା ପୁସ୍ତକ 12:10

ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

ଦିତୀୟ ରାଜାବଳୀ 5:27

ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠା ରେ ଓ ତୁମ୍ଭ ବଂଶଠା ରେ ଚିରକାଳ ପର୍ୟ୍ଯନ୍ତ ଲାଗି ରହିବ।

Interlinear

Choose Theme