ଏହାପରେ ପରମେଶ୍ବର କହିଲେ, ତୁମ୍ଭର ହସ୍ତ ପୁନ୍ନରାଯ ତୁମ୍ଭର ଛାତି ରେ ରଖ। ତେଣୁ ମାଶାେ ତାଙ୍କର ହାତ ତାଙ୍କର ଛାତି ରେ ଦେଲେ, ମାଶାେ ତାଙ୍କର ହାତ ବାହାର କରିବାରୁ ତାଙ୍କର ହାତ ପରିବର୍ତ୍ତ ନ ହାଇେ ପୂର୍ବପରି ହାଇଗେଲା।
Cross references
ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।
'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ
ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।
ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।