ଯଦି ସମାନେେ ଏହି ଦୁଇଟି ପ୍ରମାଣ ଦେଖିବାପରେ ତୁମ୍ଭକୁ ବିଶ୍ବାସ ନ କରନ୍ତି, ଏବଂ ତଥାପି ଯଦି ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ନିଳନଦୀରୁ କିଛି ଜଳ ନଇେ ଭୂମିରେ ଢାଳିବ ତାହା ଭୂମିରେ ପଡିଲା ମାତ୍ ରେ ରକ୍ତ ହାଇଯେିବ।
Cross references
ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, ଇଶ୍ରାୟେଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀ ରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ଯା ସନ୍ତାନଗଣଙ୍କୁ ଜିବୀତ ରଖିପାର।
ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥି ରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀ ରେ ଜଳକୁ ମାରେଆଶାବାଡି ରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତେ ରକ୍ତ ପ୍ରବାହିତ ହବେ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ହାତ ରେ ଧରି ଏବଂ ଜଳଧାରଗୁଡିକୁ ଯଥା ନଦୀ, ହ୍ରଦ ଓ କନୋଲ ଯେଉଁଠା ରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତବେେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତ ରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ର ରେ ଥିବା ଜଳସବୁ ରକ୍ତ ରେ ପରିଣତ ହେଲା।
ତେଣୁ ମାଶାେ ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁ ସେ ରେ କାର୍ୟ୍ଯ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ବାରା ନିଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଚାରୀମାନଙ୍କ ସମ୍ମୁଖ ରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତ ରେ ପରିଣତ ହାଇଗେଲା।
ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।