Home Bibles ଯାତ୍ରା ପୁସ୍ତକ 40:33 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 40:33 · ଓଡ଼ିଆ ବାଇବେଲ

ଏହାପରେ ମାଶାେ ପବିତ୍ର ତମ୍ବୁର ଓ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମାଶାେ ଏହିପରି କାର୍ୟ୍ଯମାନ ସମାପ୍ତ କଲେ।

Cross references

ଯାତ୍ରା ପୁସ୍ତକ 27:9

ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 39:32

ସମାଗମ ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ୟ୍ଯ ଇଶ୍ରାୟେଲ ଲୋକମାନଙ୍କ ସମାପ୍ତ ହେଲା। ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ସମସ୍ତ କର୍ମ କଲେ।

ଯାତ୍ରା ପୁସ୍ତକ 40:8

ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କର ଏବଂ ପ୍ରାଙ୍ଗଣର ପ୍ରବେଶ ପଥରେ ପରଦାଟି ଟାଙ୍ଗ।

ଗଣନା ପୁସ୍ତକ 1:50

ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା' ଉପରେ ଲବେୀୟମାନଙ୍କୁ ନିୟୁକ୍ତି କରିବ; ସମାନେେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ବୋହିବେ ଓ ସମାନେେ ତହିଁର ସବୋ କରିବେ ଓ ତମ୍ବୁର ଚାରିଆଡେ ଛାଉଣୀ କରି ରହିବେ।

ପ୍ରଥମ ରାଜାବଳୀ 6:9

ଏହିପରି ସେ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ ଓ ଏରସ କାଠର କଡି ଓ ପଟାଦ୍ବାରା ମନ୍ଦିରକୁ ଆଚ୍ଛାଦନ କଲେ।

ପ୍ରଥମ ରାଜାବଳୀ 6:14

ଏହିରୂପେ ଶଲୋମନ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ।

ଯିଖରିୟ 4:9

ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

ମାଥିଉଲିଖିତ ସୁସମାଚାର 16:8

ସମାନେେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, ତୁମ୍ଭେ ରୋଟୀ ନଥିବା କଥା କାହିଁକି ତୁମ୍ଭ ଭିତ ରେ କୁହାକୁହି ହେଉଛ? ତୁମ୍ଭର ବିଶ୍ବାସ ଅଳ୍ପ।

ଯୋହନଲିଖିତ ସୁସମାଚାର 4:34

ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।

ଯୋହନଲିଖିତ ସୁସମାଚାର 10:9

ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।

ଯୋହନଲିଖିତ ସୁସମାଚାର 14:6

ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ଯୋହନଲିଖିତ ସୁସମାଚାର 17:4

ମ୍ଭେ ମାେତେ ଯେଉଁ କାମ ଦଇେଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାର ରେ ଗୌରବାନ୍ବିତ କରିଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:12

ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:28

ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:18

କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

ଏଫିସୀୟଙ୍କ ପ୍ରତି ପତ୍ର 4:11

ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:7

ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।

ଏବ୍ରୀ 3:2

ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।

ଏବ୍ରୀ 4:14

ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।

ଏବ୍ରୀ 9:6

ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।

Interlinear

Choose Theme