ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦବେ।
Cross references
ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସା ରେ ତିଆରି କର। ପୁଣି ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧିଅରେ ଜଳ ପୂର୍ଣ୍ଣ କର।
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
ଏହାପରେ ସେ ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧ୍ଯସ୍ଥାନ ରେ ପ୍ରକ୍ଷାଳନ ପାତ୍ର ରଖିଲେଓ ତହିଁ ମଧିଅରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ଯବାଦ ସ୍ବର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ୟାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।