ଏହାପରେ ଅଭିଷକୋର୍ଥକ ତୈଳ ନଇେ ତମ୍ବୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଅଭିଷକେ କର ଓ ଉତ୍ସର୍ଗିତ କର। ତହଁି ରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହବେ।
Cross references
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।
ଏହାପରେ ସେ ବିଶଷେ ଅଭିଷକୋର୍ଥକ ତୈଳ ତିଆରି କଲେ ଏବଂ ଖାଣ୍ଟି ଧୂପ ନିମନ୍ତେ ଗନ୍ଧ ବଣିକର କ୍ରିଯାନୁୟାଯୀ ସୁଗନ୍ଧି ଦ୍ରବ୍ଯ ପ୍ରସ୍ତୁତ କଲେ।
କଂସାର ୟଜ୍ଞବଦେୀ, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର।
ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।
ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।
ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।
ଆଉ ତୁମ୍ଭମାନେେ ସହେି ପବିତ୍ର ବ୍ଯକ୍ତିଙ୍କଠାରୁ ଦାନ343 ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ଯକୁ ଜାଣିଛ।