ଇଶ୍ରାୟେଲୀୟ ବଂଶୀଯ କାର୍ୟ୍ଯଦକ୍ଷମାନେ ଜାଣିଲେ ଯେ ସମାନେେ ଅସୁବିଧା ରେ ପଡ଼ିଗଲେ ଏବଂ ସମାନେେ ଜାଣିଲେ ଯେ ସମାନେେ ପୂର୍ବପରି ସତେିକି ସଂଖ୍ଯକ ଇଟା ତିଆରି କରିପାରିବେ ନାହିଁ।
Cross references
ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।
ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।