ଏହି ସମସ୍ତ ଲୋକ ଇଶ୍ରାୟେଲ ବଂଶ ମଧିଅରେ ମୁଖ୍ଯ ଥିଲେ। ଇଶ୍ରାୟେଲଙ୍କର ଜେଷ୍ଠ ପୁତ୍ର ରୁବନରେ ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି ଏହିପରି ଚାରି ପୁତ୍ର ଥିଲେ।
Cross references
ରୂବନଙ୍କେର ପୁତ୍ରମାନେ ହେଲେ: ହନୋକ୍, ପଲ୍ଲୁ, ହିଷ୍ରୋନ୍ ଓ କର୍ମି।
ଲବେୀର ପୁତ୍ର ଗେର୍ଶୋନ, କହାତ୍ ଓ ମରାରି।
ହେ ମାରେ ପ୍ରଥମ ପୁତ୍ର ରୁବନ୍େ, ତୁମ୍ଭେ ମାରେ ପ୍ରଥମଜାତ ପୁତ୍ର। ତୁମ୍ଭେ ମାରେ ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମାରେ ପୁତ୍ରମାନଙ୍କ ମଧିଅରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳି ଥିଲ।
ହାରୋଣର ପୁତ୍ର ଇଲିଯାସର ଫୂଟୀଯଲରେ ଏକ କନ୍ଯକୁ ବିବାହ କଲେ ଓ ସେ ଔରସ ରେ ପୀନହସକୁ ଜନ୍ମ ଦଲୋ। ଏମାନେ ସମସ୍ତେ ଲବେୀୟ ଥିଲେ।
ମାଶାେ ଓ ହାରୋଣ ଦ୍ବିତୀୟ ମାସର ପ୍ରଥମ ଦିନ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କଲେ ଏବଂ ସମାନଙ୍କେର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଲେଖିଲେ।
ରୁବନେ ଇଶ୍ରାୟେଲ ପ୍ରଥମ ପୁତ୍ର। ରୁବନରେ ପୁତ୍ରଗଣ ଓ ଗୋଷ୍ଠୀଗୁଡିକ ହେଲ, ହାନୋକରୁ ହାନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।
ଏହି ପୁରୁଷମାନେ ହେଲେଶିମିଯୋନର ପରିବାରବର୍ଗ। ନମୂଯଲଠାରୁେ ନମୂଯଲେୀଯ ଗୋଷ୍ଠୀ ଏବଂ ୟାମୀନଠାରୁ ୟାମୀନୀଯ ଗୋଷ୍ଠୀ ଏବଂ ୟାଖୀନଠାରୁ ୟାଖୀନୀଯ ଗୋଷ୍ଠୀ।
ମାଶାେ ରକ୍ସ୍ଟବନେ ପରିବାରବର୍ଗ ପ୍ରେତ୍ୟକକଙ୍କକ୍ସ୍ଟ ସମାନଙ୍କେର ଗୋତ୍ରନକ୍ସ୍ଟସା ରେ ଅଧିକାର ଦେଲେ।
ଆଉ ୟର୍ଦ୍ଦନ ନଦୀ, ରୂବନକେକ୍ସ୍ଟ ଦିଆୟାଇଥିବା ଦେଶର ସୀମା ଥିଲା। ରୂବନେ ପରିବାରବର୍ଗର ଗୋ୍ଟୀ ତାଲିକା ଭକ୍ସ୍ଟକ୍ତ ସହର ଓ କ୍ଷତେ ପାଇଲେ।
ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।
ଏହିପରି ଭାବରେ ଇଶ୍ରାୟେଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିଯାସର ଯାଜକ, ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରୀତ ହେଲେ। ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାଗମ ତମ୍ବୁ ଦ୍ବାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସମାନେେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।
ରୁବନ୍ଙ୍କେ ପୁତ୍ରମାନେ ଥିଲେ : ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।
ସମାନଙ୍କେ ପରିବାର ନେତାଗଣ ଥିଲେ : ଏଫର, ୟୀଶି, ଇଲୀଯଲେ, ଅସ୍ରୀଯଲେ, ୟିରମିଯ, ହୋଦବିଯ ଓ ୟହଦୀଯଲେ, ସହେି ଲୋକମାନେ ଅତ୍ଯନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ଯାତ ବ୍ଯକ୍ତିଗଣ ଥିଲେ। ସମାନେେ ସମାନଙ୍କେର ପରିବାରବର୍ଗର ମୁଖ୍ଯ ଥିଲେ।
ତାେଲୟଙ୍କର ପୁତ୍ରମାନେ ଥିଲେ, ଉଷି, ରଫାଯ, ୟିରୀଯଲେ, ୟହମଯ, ୟିବସମ୍ ଓ ଶାମୁଯଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସହେି ବ୍ଯକ୍ତିଗଣ ସମାନଙ୍କେର ବଂଶାନୁସା ରେ ଅତି ଶକ୍ତିଶାଳୀ ଯୋଦ୍ଧା ଥିଲେ। ରାଜା ଦାଉଦଙ୍କ ସମୟରେ ସମାନଙ୍କେର ସଂଖ୍ଯା ବୃଦ୍ଧି ଘଟି 22,600 ରେ ପହଞ୍ଚି ଥିଲା, ସମାନେେ ୟୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ଥିଲେ।
ବଲୋଙ୍କର ପାଞ୍ଚପୁତ୍ର ଥିଲେ। ସମାନଙ୍କେର ନାମ ଥିଲା : ଇଷବୋନ୍, ଉଷ, ଉଷୀଯଲେ, ଯିରମୋେତ୍ ଓ ଈରୀ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେ ପରିବାରର ଇତିହାସରୁ ଜଣାୟାଏ ଯେ, ସମାନଙ୍କେ ମଧିଅରେ 22,034 ଜଣ ସୈନିକ ଥିଲେ।
ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗବୋର ସମାନେେ ନିଜ ପରିବାରର ମୁଖ୍ଯ ଥିଲେ। ନିଜର ଗୃହ ତ୍ଯାଗ କରି ମାନହତକୁ ୟିବା ନିମନ୍ତେ ସମାନଙ୍କେୁ ବାଧ୍ଯ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମନା, ଅହିଯ ଓ ଗରୋ।