Home Bibles ଯାତ୍ରା ପୁସ୍ତକ 6:26 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 6:26 · ଓଡ଼ିଆ ବାଇବେଲ

ହାରୋଣ ଓ ମାଶାେ ଏହି ପରିବାରବର୍ଗର ଥିଲେ ଏବଂ ସମାନେେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭମାନେେ ସୈନ୍ଯ ଶ୍ ରଣେୀବଦ୍ଧ ଇଶ୍ରାୟେଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।

Cross references

ଆଦି ପୁସ୍ତକ 2:1

ଏହିପରି ଭାବରେ, ପରମେଶ୍ବର ଆକାଶମଣ୍ଡଳ ରେ ଓ ପୃଥିବୀ ମଧିଅରେ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।

ଯାତ୍ରା ପୁସ୍ତକ 3:10

ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ ରରଣେ କରିବା ୟାଅ! ମାରେ ଲୋକମାନଙ୍କୁ ଆଗଇେ ନିଅ, ଇଶ୍ରାୟେଲୀୟମାନଙ୍କୁ ମିଶର ମଧ୍ଯରୁ ଆଗଇେ ନଇୟୋଅ!

ଯାତ୍ରା ପୁସ୍ତକ 6:7

ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 6:13

କିନ୍ତୁ ସଦାପ୍ରଭୁ ଇଶ୍ରାୟେଲର ସନ୍ତାନଗଣଙ୍କୁ କହିବା ପାଇଁ ମାଶାେ ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ୟିବା ପାଇଁ ଏବଂ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସମାନଙ୍କେୁ ଆଜ୍ଞା ଦେଲେ।

ଯାତ୍ରା ପୁସ୍ତକ 6:20

ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।

ଯାତ୍ରା ପୁସ୍ତକ 7:4

ତେଣୁ ଏହାପରେ ମୁଁ ମିଶରକୁ ବହୁତ ଦଣ୍ଡ ଦବେି। ଏବଂ ତା'ପରେ ମୁଁ ମାରେଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।

ଯାତ୍ରା ପୁସ୍ତକ 12:17

ଏହି ପ୍ରକାର ରେ ତୁମ୍ଭମାନେ ତାଡିଶୁନ୍ଯ ରୋଟୀର ପର୍ବ ପ୍ରତିବର୍ଷ ପାଳନ କରିବ। କାରଣ ସହେିଦିନ ରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିଲି। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ଯବସ୍ଥା ରେ ମାେ ପାଇଁ ଏହି ଦିନ ପାଳନ କରିବ।

ଯାତ୍ରା ପୁସ୍ତକ 12:41

430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।

ଯାତ୍ରା ପୁସ୍ତକ 12:51

ତେଣୁ ଠିକ୍ ସହେିଦିନ, ସଦାପ୍ରଭୁ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ମିଶରରୁ ଆଗଇେ ନେଲେ। ସୈନ୍ଯ ଶ୍ ରଣେୀବଦ୍ଧ ଲୋକମାନେ ମିଶର ପରିତ୍ଯାଗ କଲେ।

ଯାତ୍ରା ପୁସ୍ତକ 13:18

ତେଣୁ ସଦାପ୍ରଭୁ ସମାନଙ୍କେୁ ଅନ୍ୟ ଏକ ପଥରେ ଆଗଇେ ନେଲେ। ସେ ସମାନଙ୍କେୁ ସୂପ ସମୁଦ୍ର ପ୍ରାନ୍ତର ମଧ୍ଯ ଦଇେ ଆଣିଲେ। ସମାନେେ ମିଶର ଛାଡିବା ସମୟରେ ଇଶ୍ରାୟେଲୀୟମାନେ ୟୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।

ଯାତ୍ରା ପୁସ୍ତକ 20:2

ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

ଯାତ୍ରା ପୁସ୍ତକ 32:1

ଲୋକମାନେ ଅନୁଭବ କଲେ ଯେ, ମାଶାେ ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡରେି କଲେ। ତେଣୁ ସମାନେେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସମାନେେ ତାଙ୍କୁ କହିଲେ, ଦେଖ, ମାଶାେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣିପାରିଲୁ ନାହିଁ ତାଙ୍କର କ'ଣ ହାଇେଛି। ଆମ୍ଭମାନଙ୍କୁ ଆଗଇେ ନବୋ ପାଇଁ କେତକେ ଦବେତାଗଣ ନିର୍ମାଣ କର।

ଯାତ୍ରା ପୁସ୍ତକ 32:7

ସହେି ସମୟରେ, ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ୟାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସମାନେେ ଘାରେ ପାପ କରିଛନ୍ତି।

ଯାତ୍ରା ପୁସ୍ତକ 32:11

କିନ୍ତୁ ମାଶାେ ତା'ର ସଦାପ୍ରଭୁ ପରମେଶ୍ବରଙ୍କୁ ଭିକ୍ଷା ମାଗିଲେ, ହେ ସଦାପ୍ରଭୁ, ତୁମ୍ଭର କୋରଧ ରେ ତୁମ୍ଭର ଲୋକମାନଙ୍କୁ ଧ୍ବଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳର ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲ।

ଗଣନା ପୁସ୍ତକ 33:1

ମାଶାେ ଓ ହାରୋଣ ଇଶ୍ରାୟେଲର ଲୋକମାନଙ୍କୁ ମିଶର ଦେଶରୁ ବାହାର କରି ଆଣି ଯେଉଁ ୟାତ୍ରା କରିଥିଲେ, ତାହାର ବିବିରଣ ଏହି।

ଯିହୋଶୂୟ 24:5

ଏହାପରେ ମୁ, ମାଶାେ ଓ ହାରୋଣକକ୍ସ୍ଟ ସହେି ସ୍ଥାନକକ୍ସ୍ଟ ପଠାଇଲି। ଆଉ ମୁ ଗ୍ଭହିଁଥିଲି ମାରେଲୋକମାନଙ୍କୁ ମିଶରରକ୍ସ୍ଟ ଫରୋଇ ଆଣିବା ପାଇଁ। ମିଶର ମଧିଅରେ ଶକ୍ତିଶାଳୀ କାର୍ୟ୍ଯ କରି ମୁ ସମାନଙ୍କେୁ ପିଡାଦଲେି। ଏହାପରେ ମୁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲି।

ପ୍ରଥମ ଶାମୁୟେଲ 12:6

ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମାଶାେ ଓ ହାରୋଣଙ୍କକ୍ସ୍ଟ ନିୟକ୍ସ୍ଟକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କକ୍ସ୍ଟ ମିଶରରକ୍ସ୍ଟ ବାହାର କରି ଆଣିଥିଲେ।

ପ୍ରଥମ ଶାମୁୟେଲ 12:8

ୟାକକ୍ସ୍ଟବ ମିଶରକକ୍ସ୍ଟ ଗଲା ଉତ୍ତାରକ୍ସ୍ଟ ମିଶରୀଯମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକକ୍ସ୍ଟ ଦକ୍ସ୍ଟର୍ବିସହ କରି ଦେଲେ। ତେଣୁ ସମାନେେ ସାହାୟ୍ଯ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତବେେଳେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କକ୍ସ୍ଟ ପଠାଇଲେ। ସମାନେେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କକ୍ସ୍ଟ ମିଶରରକ୍ସ୍ଟ ଆଣିଲେ ଏବଂ ଏହି ସ୍ଥାନ ରେ ବାସ କରାଇଲେ।

ପ୍ରଥମ ବଂଶାବଳୀ 6:3

ଅମ୍ରାନ୍ଙ୍କର ସନ୍ତାନମାନେ ଥିଲେ ହାରୋଣ, ମାଶାେ ଓ ମରିଯମ୍।

ଗୀତସଂହିତା 77:20

ତୁମ୍ଭେ ମାଶାେ ଓ ହାରୋଣକୁ ବ୍ଯବହାର କରି ଆପଣା ଲୋକମାନଙ୍କୁ ମଷେପଲ ପରି ଚଳାଇଲା।

ଗୀତସଂହିତା 99:6

ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।

ମୀଖା 6:4

ଆମ୍ଭେ କ'ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମାଶାେ, ହାରୋଣ ଓ ମରିଯମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛି ଓ ତୁମ୍ଭମାନଙ୍କୁ ଦାସତ୍ବରୁ ମୁକ୍ତ କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:35

ଯେଉଁ ମାଶାଙ୍କେୁ ସମାନେେ ଅବଜ୍ଞା କରି କହିଥିଲେ, 'କିଏ ତୁମ୍ଭକୁ ଶାସକ ଓ ବିଚ଼ାରକ କଲା?' ସହେି ମାଶାଙ୍କେୁ ହିଁ ବର୍ତ୍ତମାନ ପରମେଶ୍ବର ସମାନଙ୍କେର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ବର୍ଗଦୂତ ମାଶାଙ୍କେୁ ବୁଦା ଭିତ ରେ ଦର୍ଶନ ଦଇେଥିଲେ ସହେି ସ୍ବର୍ଗଦୂତଙ୍କ ସାହାୟ୍ଯ ରେ ପରମେଶ୍ପ ମାଶାଙ୍କେୁ ପଠାଇଲେ।

Interlinear

Choose Theme