Home Bibles ଯାତ୍ରା ପୁସ୍ତକ 6:29 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 6:29 · ଓଡ଼ିଆ ବାଇବେଲ

ସେ କହିଲେ, ମୁଁ ସଦାପ୍ରଭୁ ଅଟେ। ମିଶରର ରାଜା ଫାରୋଙ୍କୁ ମାରେ କହିଥିବା ସମସ୍ତ କଥା କୁହ।

Cross references

ଯାତ୍ରା ପୁସ୍ତକ 6:2

ପରମେଶ୍ବର ମାଶାଙ୍କେୁ କହିଲେ, ଆମ୍ଭେ ଯିହାବୋଃ।

ଯାତ୍ରା ପୁସ୍ତକ 6:6

ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 6:8

ମୁଁ ଅବ୍ରହାମଙ୍କ, ଇସ୍ହାକ୍ ଏବଂ ଯାକୁବଙ୍କ ସହ ଯେଉଁ ମହତ୍ ପ୍ରତିଜ୍ଞା କରିଅଛି। ମୁଁ ପ୍ରତିଜ୍ଞା କରିଅଛି ତୁମ୍ଭମାନଙ୍କୁ ସହେି ଭୂମି ଦବୋ ପାଇଁ। ଏବଂ ତୁମ୍ଭମାନଙ୍କୁ ସହେି ଭୂମିକୁ ନଇୟିବୋକୁ। ଏହା ତୁମ୍ଭମାନଙ୍କର ହବେ। ମୁଁ ସଦାପ୍ରଭୁ ଅଟେ।'

ଯାତ୍ରା ପୁସ୍ତକ 6:11

ମିଶରର ରାଜା ଫାରୋଙ୍କୁ ୟାଇ କୁହ, ତାଙ୍କର ଦେଶରୁ ଇଶ୍ରାୟେଲ ସନ୍ତାନଗଣଙ୍କୁ ପଠଇେ ଦବୋ ପାଇଁ।

ଯାତ୍ରା ପୁସ୍ତକ 7:2

ତୁମ୍ଭର ଭାଇ ହାରୋଣଙ୍କୁ ମାରେସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚଯ ଇଶ୍ରାୟେଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ୟିବାକୁ ଛାଡ଼ି ହବେ।

ଯିରିମିୟ 1:7

ମାତ୍ର ସଦାପ୍ରଭୁ ମାେତେ କହିଲେ, ଆମ୍ଭେ ଜଣେ ବାଳକ ବୋଲି, 'କୁହ ନାହିଁ।' କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ୟିବ। ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।

ଯିରିମିୟ 1:17

ଏଣୁ ତୁମ୍ଭ ବିଷଯ ରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସମାନଙ୍କେୁ କୁହ। ସମାନଙ୍କେ ପାଇଁ ଉଦବିଗ୍ନ ହୁଅ ନାହିଁ। ତୁମ୍ଭେ ସମାନଙ୍କେ ପାଇଁ ଭୟଭୀତ ହେଲେ ଆମ୍ଭେ ସମାନଙ୍କେ ସାକ୍ଷାତ ରେ ତୁମ୍ଭକୁ ଉଦବିଗ୍ନ କରିବା।

ଯିରିମିୟ 23:28

ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।

ଯିରିମିୟ 26:2

ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।

ଯିହିଜିକଲ 2:6

ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍‌ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।

ଯିହିଜିକଲ 2:7

ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।

ଯିହିଜିକଲ 3:11

ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ୟାଇ ସମାନଙ୍କେୁ କୁହ ଯେ, 'ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।' ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚଯ ସମାନଙ୍କେୁ କୁହ।

ଯିହିଜିକଲ 3:17

ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:27

କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।

Interlinear

Choose Theme