ମୁଁ ଅବ୍ରହାମଙ୍କ, ଇସ୍ହାକ୍ ଏବଂ ଯାକୁବଙ୍କ ସହ ଯେଉଁ ମହତ୍ ପ୍ରତିଜ୍ଞା କରିଅଛି। ମୁଁ ପ୍ରତିଜ୍ଞା କରିଅଛି ତୁମ୍ଭମାନଙ୍କୁ ସହେି ଭୂମି ଦବୋ ପାଇଁ। ଏବଂ ତୁମ୍ଭମାନଙ୍କୁ ସହେି ଭୂମିକୁ ନଇୟିବୋକୁ। ଏହା ତୁମ୍ଭମାନଙ୍କର ହବେ। ମୁଁ ସଦାପ୍ରଭୁ ଅଟେ।'
Cross references
କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ। ସହେି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ଯତ ବଂଶଧରକୁ ଦବୋ।
ପରମେଶ୍ବର ମାଶାଙ୍କେୁ କହିଲେ, ଆମ୍ଭେ ଯିହାବୋଃ।
ଆମ୍ଭେ ସମାନଙ୍କେ ସହିତ ଚୁକ୍ତି କରିଥିଲୁ ଏବଂ ମୁଁ ସମାନଙ୍କେୁ କିଣାନ ଦେଶ ଦବୋପାଇଁ ସମାନଙ୍କେଠା ରେ ପ୍ରତିଜ୍ଞା କରିଥିଲି। ସମାନେେ ସଠାେରେ ବାସ କରୁଥିଲେ କିନ୍ତୁ ସେ ଦେଶ ସମାନଙ୍କେର ନଥିଲା।
ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।
ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'
ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।
କ'ଣ ସମାନେେ ସମସ୍ତେ ମାଠାରୁେ ଜନ୍ମ ହାଇେଛନ୍ତି? ତୁମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ପ୍ରତିଜ୍ଞା କରିଥିଲ ମୁଁ ସମାନଙ୍କେୁ ଶିଶୁ ପରି କ'ଣ ବୋହି ନବେି?
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଦୟାଳକ୍ସ୍ଟ ପରମେଶ୍ବର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ଯାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସଂପୂର୍ଣ୍ଣ ବିନଷ୍ଟ କରିବେ ନାହିଁ କିଅବା ଶପଥ ଦ୍ବାରା ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ କରିଛନ୍ତି ତାହା ଭୂଲି ଯିବେ ନାହିଁ।
ଆମ୍ଭେ ଆକାଶ ଆଡେ ହାତ ଉଠାଇ କହକ୍ସ୍ଟ, ଏହି ପ୍ରତିଜ୍ଞା କରୁ। ଆମ୍ଭେ ଯେ ଅନନ୍ତ ଜୀବି ଅଟକ୍ସ୍ଟ।
ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।
ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତବେେଳେ ଇଶ୍ରାୟେଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପ ରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶର ରେ ସମାନଙ୍କେ ନିକଟରେ ନଜକୁ ପରିଚିତ କରାଇଲି, ମୁଁ ସମାନଙ୍କେ ଉପ ରେ ହସ୍ତ ବିସ୍ତାର କଲି ଏବଂ ସମାନଙ୍କେ ପକ୍ଷ ରେ କହିଲି, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
ଦୁଗ୍ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସମାନଙ୍କେୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ପ୍ରତିଜ୍ଞା କଲି, ଯାହା ମୁଁ ସମାନଙ୍କେୁ ଆଗରୁ ପ୍ରତିଜ୍ଞା କରିଥିଲି।
ଏବଂ ସମାନଙ୍କେୁ ନାନା ଜାତି ଏବଂ ଦେଶ ମଧିଅରେ ଛିନ୍ନଭିନ୍ନ କରିବା ସକାେଶ ମରୁଭୂମିରେ ମୁଁ ସମାନଙ୍କେ ବିରୁଦ୍ଧ ରେ ମାରେ ହସ୍ତ ଉଠାଇଲି।
ତଥାପି ମୁଁ ଆଗ ରେ ଯେଉଁ ଦେଶ ସମାନଙ୍କେୁ ଦବୋପାଇଁ ପ୍ରତିଜ୍ଞା କରିଥିଲି, ସହେି ଦେଶକୁ ସମାନଙ୍କେୁ ଆଣିଲି। ସେତବେେଳେ ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଓ ପ୍ରେତ୍ୟକକ ଗହଳିଆ ବୃକ୍ଷ ଦେଖି ସମାନଙ୍କେର ବଳିଦାନ କଲେ। ସମାନେେ ସମାନଙ୍କେର ବଳିଦାନ ଦ୍ବାରା ମାେତେ ବିରକ୍ତ କଲେ। ସମାନେେ ନିଜର ସୁଗନ୍ଧି ଦ୍ରବ୍ଯ ରଖିଲେ ଓ ନିଜ ନିଜର ପଯେ ନବୈେଦ୍ଯ ଢ଼ାଳିଲେ।
ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ। ତୁମ୍ଭମାନେେ ଏହା ଜାଣିବ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଇଶ୍ରାୟେଲ ଭୂମିକୁ ଫରୋଇ ଆଣିବି। ସହେି ଭୂମିକୁ ମୁଁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦବେି ବୋଲି ପ୍ରତିଜ୍ଞା କରିଥିଲି।
ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭର ଚତୁର୍ଦ୍ଦିଗର ଜାତିମାନଙ୍କ ଉପ ରେ ମାରେ ହାତ ଉଠାଉଛି, ଯେ ହତେୁ ସମାନେେ ତୁମ୍ଭକୁ ଘୃଣା କଲେ।
ତୁମ୍ଭମାନେେ ଏହା ସମାନ ସମାନ ଭାଗ କରିବ। କାରଣ ଏହି ଦେଶ ଦବୋପାଇଁ ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲି ଏବଂ ଏହି ଦେଶ ତୁମ୍ଭମାନେେ ଅଧିକାର କରିବ।