ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସମାନେେ ମଧ୍ଯ ହାରୋଣଙ୍କ ପରି ତାଙ୍କ ଗୁପ୍ତ ୟାଦୁ ବିଦ୍ଯା ପ୍ରଯୋଗ କରି ଆଶାବାଡିକୁ ସର୍ପରେ ପରିଣତ କରି ଦେଲେ।
Cross references
ଏହାପରେ ପ୍ରଭାତ ରେ ତାଙ୍କର ମନ ଉତ୍ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀଯ ପ୍ରେତ୍ୟକକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡ଼କାଇଲେ। ମାତ୍ର ଫାରୋ ସମାନଙ୍କେ ନିକଟରେ ଆପଣା ସ୍ବପ୍ନର କଥା କୁହନ୍ତେ ସମାନଙ୍କେ ମଧ୍ଯରୁ କହେି ତା'ର ଅର୍ଥ କହି ପାରିଲେ ନାହିଁ।
ସେତବେେଳେ ଫାରୋ ସମାନଙ୍କେୁ କହିଲେ, ମୁଁ ଭାବୁଛି ଆମ୍ଭେ ଏହି କାର୍ୟ୍ଯ ପାଇଁ ଯୋଷଫଙ୍କେଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ବରଙ୍କ ଆତ୍ମା ତା' ମଧିଅରେ ଅଛନ୍ତି।
ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ୟାଦୁବିଦ୍ଯା ପ୍ରଯୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି ଦୃଢ଼ ହେଲ ହୃଦଯ କଠିନ କଲେ ଏବଂ ସେ ସମାନଙ୍କେର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସା ରେ ଘଟିଲା।
ନୀଳନଦୀ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ ହବେ। ସମାନେେ ନଦୀରୁ ଆସି ତୁମ୍ଭର ଘ ରେ ପଶିବେ। ସମାନେେ ତୁମ୍ଭର ଶଯନ କକ୍ଷ ଓ ଶୟେ ରେ ପଡି ରହିବେ ଏବଂ ସମାନେେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହ ରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀ ରେ ପ୍ରବେଶ କରିବେ।
ମନ୍ତ୍ରଜ୍ଞ ମଧ୍ଯ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ବଳ ରେ ଠିକ୍ ସହପରେି ବେଙ୍ଗମାନଙ୍କୁ ବାହାର କରିପାରିଲେ। ଯେଉଁଥିପାଇଁ ସମଗ୍ର ମିଶରର ବେଙ୍ଗ ରେ ପରିପୂର୍ଣ୍ଣ ହାଇଗେଲା।
ମିଶରର ମନ୍ତ୍ରଜ୍ଞମାନେ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ଦ୍ବାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରିପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ରହିଗଲେ।
ଯଦି କୌଣସି ଭବିଷ୍ଯଦ୍ବକ୍ତା ଅବା କୌଣସି ସ୍ବପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ୟ୍ଯ କର୍ମମାନ ଦଖାେଏ ବା କୌଣସି ଚିହ୍ନ ଦଖାେଏ,
ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। ଫାରୋର ଜ୍ଞାନୀ ଉପଦେଷ୍ଟାଗଣ କୁପରାମର୍ଶ ଦିଅନ୍ତି। ସହେି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ବାନ ମନେ କରନ୍ତି। ସମାନେେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତ ରେ ସମାନେେ ଜ୍ଞାନୀ ନୁହଁନ୍ତି।'
ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।
ତେଣୁ ରାଜା ତାଙ୍କର ସ୍ବପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମଯାବୀ ଓ କଲଦୀଯମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥି ରେ ସମାନେେ ଆସି ରାଜାଙ୍କ ସମ୍ମୁଖ ରେ ଠିଆ ହେଲେ।
ଦାନିୟେଲ ରାଜାଙ୍କୁ ଉତ୍ତର ଦଇେ କହିଲା, ମହାରାଜ, ଆପଣ ଯେଉଁ ନିଗୃଢ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ବାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁ ରେ ପ୍ରକାଶ କରି ପାରନ୍ତି ନାହିଁ।
ଯେତବେେଳେ ମନ୍ତ୍ରଜ୍ଞ ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନେ ମାେ ନିକଟକୁ ଆସିଲେ, ମୁଁ ସମାନଙ୍କେୁ ସ୍ବପ୍ନ ବିଷଯ ରେ ଜଣାଇଲି, ମାତ୍ର ସମାନେେ ତାହାର ଅର୍ଥ ମାେତେ କହି ପାରିଲେ ନାହିଁ।
ଗଣକ, କଲଦୀଯ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲୋନୀଯ ବିଦ୍ବାନମାନଙ୍କୁ କହିଲେ, ଯେ କହେି ଏହି ଲଖାେ ପଢିପାରିବ ଓ ତାହାର ଅର୍ଥ ବାହାର କରିପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦବେି ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ପିନ୍ଧାଇ ଦବେି। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନ କର୍ତ୍ତା ହବେ।
ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।
ପରମେଶ୍ବରଙ୍କ ଆଶୀର୍ବାଦ ବିଶ୍ବାସ ଦ୍ବାରା ମିଳେ ହେ ଗାଲାତୀୟ ଲୋକେ! ଯୀଶୁଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ଯୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭମାନେେ ମୂର୍ଖ। ତୁମ୍ଭେ କାହାର ଛଳନା ରେ ପଡ଼ିଗଲ।
ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,