ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥି ରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀ ରେ ଜଳକୁ ମାରେଆଶାବାଡି ରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତେ ରକ୍ତ ପ୍ରବାହିତ ହବେ।
Cross references
ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, ଇଶ୍ରାୟେଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀ ରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ଯା ସନ୍ତାନଗଣଙ୍କୁ ଜିବୀତ ରଖିପାର।
ଯଦି ସମାନେେ ଏହି ଦୁଇଟି ପ୍ରମାଣ ଦେଖିବାପରେ ତୁମ୍ଭକୁ ବିଶ୍ବାସ ନ କରନ୍ତି, ଏବଂ ତଥାପି ଯଦି ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ନିଳନଦୀରୁ କିଛି ଜଳ ନଇେ ଭୂମିରେ ଢାଳିବ ତାହା ଭୂମିରେ ପଡିଲା ମାତ୍ ରେ ରକ୍ତ ହାଇଯେିବ।
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।
ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।
ତା ହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସମାନଙ୍କେ ବିରୁଦ୍ଧ ରେ ଯେତବେେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସମାନଙ୍କେ ମଧ୍ଯରୁ ଇଶ୍ରାୟେଲୀୟ ଲୋକମାନଙ୍କୁ ବାହାର କରି ଆଣିବି।
ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।
ଏହି ସମୟରେ ପରମେଶ୍ବରଙ୍କ ପ୍ ରରେିତ ଜଣେ ଲୋକ ଆହାବ୍ଙ୍କୁ ଆସି କହିଲେ, ସଦାପ୍ରଭୁ କୁହନ୍ତୁ, 'ଅରାମୀଯ ଲୋକମାନେ କହିଛନ୍ତି ସଦାପ୍ରଭୁ ପ୍ରର୍ବତଗଣ ପରମେଶ୍ବର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ବର ନୁହଁନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ଯବାହିନୀକୁ ପରାସ୍ତ କରିବାକୁ ଦବେି। ଯାହା ଫଳ ରେ ମୁଁ ଯେ ପରମେଶ୍ବର ତୁମ୍ଭେ ଜାଣି ପାରିବ।'
ତେଣୁ ସେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ମୁଁ ବିନଯ କରୁଛି। ଅଶୂରର ରାଜା ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତେଣୁ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ବର ଅଟ, ଏହା ପୃଥିବୀସ୍ଥ ସମୁଦାଯ ରାଜ୍ଯ ଜାଣିବେ।
ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
ପରମେଶ୍ବର ନଦୀର ଜଳକୁ ରକ୍ତ ସୋର୍ତରେ ପରିଣତ କଲେ। ମିଶରୀଯମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ସେ ସମାନଙ୍କେର ଜଳକୁ ରକ୍ତ କଲେ ଓ ସମାନଙ୍କେର ମାଛସବୁ ମରିଗଲେ।
ପୁଣି ମିଶର ଧ୍ବଂସପ୍ରାପ୍ତ ହାଇେ ଶୂନ୍ଯସ୍ଥାନ ହବେ। ତାହା ହେଲେ ସମାନେେ ଜାଣିବେ ଯେ ମୁଁ ସଦାପ୍ରଭୁ ଅଟେ। ସେ ପୁଣି କହିଲେ, ଏହା କାହିଁକି ଘଟିବ ? କାରଣ ସେ କହିଅଛି, 'ନଦୀ ମାରେ ଓ ମୁଁ ତାହା ସୃଷ୍ଟି କରିଅଛି।'
ମୁଁ ମିଶର ରେ ଅଗ୍ନି ସଂୟୋଗ କରିବି। ଫଳ ରେ ତାହାର ସହାୟକମାନେ ବିନଷ୍ଟ ହବେେ। ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।
ଏହିରୂପେ ମୁଁ ମିଶର ରେ ଦଣ୍ଡାଜ୍ଞା ସଫଳ କରିବି। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।'
ଏବଂ ତୁମ୍ଭର ରକ୍ତକୁ ପର୍ବତଗୁଡ଼ିକ ଉପ ରେ ଢ଼ାଳ। ତାହା ପୃଥିବୀର ଭୂମି ଶୋଷଣ କରବ ଓ ସିକ୍ତ ହବେ। ଆଉ ସମଗ୍ର ଜଳାଧାର ତୁମ୍ଭ ରକ୍ତ ରେ ପରିପୂର୍ଣ୍ଣ ହବେ।
ମୁଁ ମିଶର ଦେଶକୁ ଧ୍ବଂସ କରି ଶୂନ୍ଯସ୍ଥାନ ରେ ପରିଣତ କରିବି। ଯେଉଁଥି ରେ ସେ ପରିପୂର୍ଣ୍ଣ ଥିଲା। ସେସବୁରୁ ମୁଁ ତାକୁ ରହିତ କରିବି। ଏବଂ ତାହାର ସମସ୍ତ ନିବାସୀଙ୍କୁ ଆଘାତ କରିବି। ତାହା ହେଲେ ମୁଁ ଯେ ସ୍ବଯଂ ସଦାପ୍ରଭୁ, ତାହା ସମାନେେ ଜାଣିବେ।
ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
ପୁଣି ମୁଁ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟେ। ତାହା ସମାନେେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧିଅରେ ସମାନଙ୍କେୁ ନିର୍ବାସିତ କରାଇଲି ଓ ପୁନର୍ବାର ସମାନଙ୍କେ ନିଜ ଦେଶ ରେ ସମାନଙ୍କେୁ ସଂଗ୍ରହ କରିଅଛି। ମୁଁ ସମାନଙ୍କେର କାହାକୁ ଆଉ ସଠାେ ରେ ରଖିବି ନାହିଁ।
ଜଣେ ପବିତ୍ର ସ୍ବର୍ଗଦୂତ ଏହି ଦଣ୍ତ ଘାଷେଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ଯମାନଙ୍କ ଉପ ରେ ସର୍ବୋପରିସ୍ଥ ପରମେଶ୍ବର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ବର ବିନଯୀ ଲୋକକୁ ରାଜ୍ଯ ଶାସନ ପାଇଁ ନିୟୁକ୍ତି କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।
ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।
ତାଙ୍କର ମନ ପଶୁତୁଲ୍ଯ ହେଲା ଓ ସେ ବନ୍ଯ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକର ରେ ଭିଜିଲା। ତା'ପ ରେ ସେ ହୃଦ୍ ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ବର ମନୁଷ୍ଯମାନଙ୍କ ଉପ ରେ କତ୍ତୃର୍ତ୍ବ କରନ୍ତି। ଏବଂ ପରମେଶ୍ବର ଯାହାକୁ ଗ୍ଭହାଁନ୍ତି ତାକୁ ସେ ରାଜ୍ଯ ରେ ନିୟୁକ୍ତି କରିପାରନ୍ତି।
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।
ଦ୍ବିତୀୟ ସ୍ବର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ବଳନ୍ତା ପର୍ବତ ପରି ଦିଶୁଥିବା ଏକ ବସ୍ତ୍ର ସମୁଦ୍ର ରେ ପଡ଼ିଲା। ଏହାଦ୍ବାରା ସମୁଦ୍ରର ଏକ ତୃତୀଯାଂଶ ଜଳ ରକ୍ତ ରେ ପୂର୍ଣ୍ଣ ହାଇଗେଲା।
ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।
ଦ୍ବିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢ଼ାଳି ଦେଲେ। ସେଥି ରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହାଇଗେଲା। ସମୁଦ୍ର ରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।