ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ୟୁକ୍ତ ହବେ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇପାରିବେ ନାହିଁ।'
Cross references
ନଦୀର ମତ୍ସ୍ଯମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ୟୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନଥିଲେ। ମିଶରର ସବୁଆଡେ ଜଳଭାଗ ରକ୍ତ ରେ ପରିଣତ ହାଇଗେଲା।
ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରିନଥିଲେ। ତେଣୁ ସମାନେେ ନଦୀମାନଙ୍କ ରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।
ତୁମ୍ଭେ ସମ୍ପୂର୍ଣ୍ଣ ଏକମାସ ମାଂସ ଭକ୍ଷଣ କରିବ। ତୁମ୍ଭେ ମାଂସକୁ ଭକ୍ଷଣ କରିବ, ଘୃଣା ଯୋଗ୍ଯ ନ ହବୋ ପର୍ୟ୍ଯନ୍ତ। ଆଉ ଯେ ପର୍ୟ୍ଯନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନହୁଏ। କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରତ୍ଯାଖ୍ଯାନ କରିଛ, ୟିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭମାନେେ ତାଙ୍କଠା ରେ ଆପତ୍ତି କରିବ ଏହା କହି, 'ଆମ୍ଭମାନେେ କାହିଁକି ମିଶରରୁ ବାହାରି ଆସିଲୁ?'
ତହିଁରେ ଲୋକମାନେ ପରମେଶ୍ବର ଓ ମାଶାଙ୍କେ ବିରୁଦ୍ଧ ରେ ଅଭିଯୋଗ କଲେ ଏବଂ କହିଲେ, କାହିଁକି ତୁମ୍ଭମାନେେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠା ରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭମାନେେ ଏହି ଅଖାଦ୍ୟକୁ ଘୃଣା କରୁ।