Home Bibles ଯାତ୍ରା ପୁସ୍ତକ 7:23 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 7:23 · ଓଡ଼ିଆ ବାଇବେଲ

ଫାରୋ ମାଶାେ ଏବଂ ହାରୋଣଙ୍କର କାର୍ୟ୍ଯ ରେ ଧ୍ଯାନ ନଦଇେ ଗୃହକୁ ଫରେିଗଲେ।

Cross references

ଯାତ୍ରା ପୁସ୍ତକ 9:20

କେତକେ କର୍ମଚାରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞା ରେ ଧ୍ଯାନ ଦେଲେ। ସହେି ଲୋକମାନେ ସମାନଙ୍କେର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦ ରେ ରଖିଲେ।

ଯାତ୍ରା ପୁସ୍ତକ 9:21

କିନ୍ତୁ କେତକେ ଲୋକ ସଦାପ୍ରଭୁଙ୍କର ଆଜ୍ଞାକୁ ହଯେଜ୍ଞାନ ମଣିଲେ, ସହେି ଲୋକମାନେ ତାଙ୍କର ସମସ୍ତ ପଶୁ ଓ ଦାସମାନଙ୍କୁ କ୍ଷତେ ରେ ଛାଡି ଦେଲେ.

ଦିତୀୟ ବିବରଣ 32:46

ସେ ସମାନଙ୍କେୁ କହିଲେ, ମୁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭମାନେେ ସେଥିପ୍ରତି ଧ୍ଯାନ ଦିଅ। ଏବଂ ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦଇେ ସହେି ବିଧି ଅନକ୍ସ୍ଟସା ରେ ଚଳିବାକକ୍ସ୍ଟ ନିର୍ଦ୍ଦେଶ ଦିଅ।

ପ୍ରଥମ ଶାମୁୟେଲ 4:20

ତା'ପରେ ପ୍ରାଯ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନେ ତାକକ୍ସ୍ଟ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପକ୍ସ୍ଟତ୍ର ପ୍ରସବ କରିଅଛ,

ଆୟୁବ ପୁସ୍ତକ 7:17

ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?

ଗୀତସଂହିତା 62:10

ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।

ହିତୋପଦେଶ 22:17

ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

ହିତୋପଦେଶ 24:32

ତେଣୁ ମୁଁ ଅନାଇଲି, ପୁଣି ମନୋୟୋଗ କଲି, ମୁଁ ଦେଖିଲି ଓ ଉପଦେଶ ପାଇଲି।

ହିତୋପଦେଶ 28:14

ଯେଉଁ ଲୋକ ସର୍ବଦା ଭୟ ରେଖ, ସେ ଧନ୍ଯ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦ ରେ ପଡ଼ିବ।

ହିତୋପଦେଶ 29:1

ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ଯିଶାଇୟ 26:11

ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।

ଯିଶାଇୟ 47:7

ତୁମ୍ଭେ କହିଲ, ଆମ୍ଭେ ଚିରଦିନ ବଞ୍ଚିଲୁ ଓ ସଦାକାଳ ସାଆନ୍ତାଣୀ ହାଇେ ରହିବୁ।' ଏଣୁ ତୁମ୍ଭେ ଏସବୁ ବିଷଯ ରେ ମନୋୟୋଗ କର ନାହିଁ କିମ୍ବା ତା'ର ଶଷଫେଳ କ'ଣ ହବେ ସ୍ମରଣ କଲ ନାହିଁ।

ଯିରିମିୟ 5:3

ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।

ଯିରିମିୟ 36:24

ଆଉ ମଧ୍ଯ ରାଜା ଓ ତାଙ୍କର ଦାସଗଣ ଯେତବେେଳେ ସହେି ପୁସ୍ତକର ବାକ୍ଯ ଶୁଣିଲେ, ସମାନେେ କହେି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ।

ଯିହିଜିକଲ 40:4

ସେ ଲୋକଟି ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ତୁମ୍ଭର ଆଖି ଓ କାନ ଖାେଲା ରଖିଛ ଓ ଧ୍ଯାନ ଦଇେଛ, ଯାହା ମୁଁ ତୁମ୍ଭକୁ ଦଖାଇବୋ ପାଇଁ ଯାଉଛି, ଏଥିପାଇଁ ତୁମ୍ଭକୁ ଏଠାକୁ ଅଣାଗଲା। ତୁମ୍ଭେ ଯାହାସବୁ ଦେଖିବ ସଗେୁଡ଼ିକ ଇଶ୍ରାୟେଲର ଲୋକମାନଙ୍କୁ ଜଣାଅ।

ଆମୋଷ 4:7

ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।

ହବକକୂକ 1:5

ସଦାପ୍ରଭୁ ଉତ୍ତର ଦେଲେ, ଅନ୍ୟ ଗୋଷ୍ଠୀଗୁଡିକୁ ଗ୍ଭହିଁ। ସମାନଙ୍କେୁ ଲକ୍ଷ୍ଯ କର ଏବଂ ତୁମ୍ଭେ ଆଶ୍ଚର୍ୟ୍ଯାନ୍ବିତ ହବେ। ତୁମ୍ଭର ଜୀବନ କାଳ ମଧିଅରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ୟ୍ଯାନ୍ବିତ କରିବ। ଯଦି କହେି ତୁମ୍ଭକୁ କ ହେ, କ'ଣ ହବୋକୁ ଯାଉଥିଲା, ତୁମ୍ଭେ କବେେ ବିଶ୍ବାସ କରି ନଥାନ୍ତ।

ମଲାଖୀ 2:2

ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

Interlinear

Choose Theme