Home Bibles ଯାତ୍ରା ପୁସ୍ତକ 8 · ଓଡ଼ିଆ ବାଇବେଲ ||

ଯାତ୍ରା ପୁସ୍ତକ

Chapter 8

ଓଡ଼ିଆ ବାଇବେଲ
1ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ' ମାରେ ଲୋକମାନଙ୍କୁ ୟିବା ପାଇଁ ଦିଅ, ଯାହାଫଳ ରେ ସମାନେେ ମାେତେ ଉପାସନା କରିବେ। 2ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ଛାଡିବାକୁ ମନା କରିବ, ତବେେ ମୁଁ ମିଶରକୁ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ କରି ଦବେି। 3ନୀଳନଦୀ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ ହବେ। ସମାନେେ ନଦୀରୁ ଆସି ତୁମ୍ଭର ଘ ରେ ପଶିବେ। ସମାନେେ ତୁମ୍ଭର ଶଯନ କକ୍ଷ ଓ ଶୟେ ରେ ପଡି ରହିବେ ଏବଂ ସମାନେେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହ ରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀ ରେ ପ୍ରବେଶ କରିବେ। 4ବେଙ୍ଗମାନେ ତୁମ୍ଭର କର୍ମଚାରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।' 5ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ଧରି ନଦୀ, ହ୍ରଦ, କନୋଲ, ସବୁଆଡେ ବୁଲାଉ। ଏହାପରେ ବେଙ୍ଗମାନେ ମିଶରର ସ୍ଥଳଭାଗ ରେ ଉଠି ଆସିବେ। 6ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥି ରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହାଇଗେଲେ। 7ମନ୍ତ୍ରଜ୍ଞ ମଧ୍ଯ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ବଳ ରେ ଠିକ୍ ସହପରେି ବେଙ୍ଗମାନଙ୍କୁ ବାହାର କରିପାରିଲେ। ଯେଉଁଥିପାଇଁ ସମଗ୍ର ମିଶରର ବେଙ୍ଗ ରେ ପରିପୂର୍ଣ୍ଣ ହାଇଗେଲା। 8ଫାରୋ ମାଶାେ ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, ସଦାପ୍ରଭୁଙ୍କୁ କୁହ ମାେ ଉପରୁ, ମାରେ ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢି ନିଅନ୍ତୁ। ମୁଁ ତାଙ୍କର ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବା ପାଇଁ ଛାଡି ଦବେି। 9ମାଶାେ ଫାରୋଙ୍କୁ କହିଲେ, ଦୟାକରି କୁହ ତୁମ୍ଭେ କେତବେେଳେ ଚାହୁଁଛ ବେଙ୍ଗମାନେ ପଳାଇବା ପାଇଁ, ମୁଁ ତୁମ୍ଭ ପାଇଁ ପ୍ରାର୍ଥାନା କରିବି, ତୁମ୍ଭର କର୍ମଚାରୀ ଏବଂ ତୁମ୍ଭର ଲୋକମାନଙ୍କ ପାଇଁ ମଧ୍ଯ ପ୍ରାର୍ଥନା କରିବି। ତା'ପରେ ବେଙ୍ଗମାନେ ତୁମ୍ଭମାନଙ୍କଠାରୁ ପଳାଇବେ। ବେଙ୍ଗମାନେ କବଳେ ନଦି ରେ ରହିବେ। 10ଫାରୋ ଉତ୍ତର ଦେଲେ, ଆସନ୍ତାକାଲି। 11ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଚାରୀମାନଙ୍କୁ ଛାଡି ପଳାଇବେ। ସମାନେେ କବଳେ ନଦୀ ରେ ରହିବେ। 12ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାଯ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧ ରେ ପଠାଇଥିଲେ, ସଗେୁଡିକୁ ହଟାଇ ନବୋ ପାଇଁ ମାଶାେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। 13ଏବଂ ମାଶାେ ଯାହା ଚାହିଁଲେ ସଦାପ୍ରଭୁ ସହେିପରି କଲେ। ଯେଉଁ ବେଙ୍ଗମାନେ ଘ ରେ, ଅଗଣା ରେ ଏବଂ ଜମି ରେ ଥିଲେ ସଗେୁଡିକ ମରିଗଲେ। 14ସମାନେେ ଗଦା ହାଇେ ରୁଣ୍ଡ ହେଲେ ଏବଂ ସଗେୁଡିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା। 15ଫାରୋ ହୃଦଯଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସହେିପରି ସବୁ ଘଟିଗଲା। 16ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଯେିବେ। 17ସମାନେେ ସହେିପରି କଲେ। ହାରୋଣ ତାଙ୍କର ଆଶାବାଡି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶର ରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହାଇଗେଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ହାଇଗେଲେ। 18ମିଶରର ମନ୍ତ୍ରଜ୍ଞମାନେ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ଦ୍ବାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରିପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ରହିଗଲେ। 19ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ବର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। 20ପରମେଶ୍ବର ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ୟାଅ। ସେ ଯେତବେେଳେ ନଦୀକୂଳକୁ ୟିବ। ଏହିପରି କୁହ ସଦାପ୍ରଭୁ କହିଲେ, ' ମାରେ ଲୋକମାନଙ୍କୁ ଛାଡ ସମାନେେ ମାରେ ଉପାସନା କରିବେ। 21ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ୟିବାକୁ ନଦିଅ ତବେେ ମାଛିମାନଙ୍କ ଦ୍ବାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହବେ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଚାରୀମାନଙ୍କ ଉପରେ ବ୍ଯାପିଯିବେ। ମିଶରର ସମସ୍ତ ଗୃହ ମାଛି ରେ ପରିପୂର୍ଣ୍ଣ ହବେ। ଏବଂ ମାଛିମାନଙ୍କ ଦ୍ବାରା ମଧ୍ଯଭୂମି ପରିପୂର୍ଣ୍ଣ ହବେ। 22କିନ୍ତୁ ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ପ୍ରତି ଏପରି ବ୍ଯବହାର କରିବି ନାହିଁ ଯେପରି ମିଶର ଲୋକମାନଙ୍କ ପ୍ରତି ହବେ। ଗୋଶନ ରେ କୌଣସି ମିଛି ହବେ ନାହିଁ, ଯେଉଁଠା ରେ ମାରେ ଲୋକମାନେ ବାସ କରୁଛନ୍ତି। ଏହି ପ୍ରକା ରେ ତୁମ୍ଭେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ, ଏହି ଭୂମିର ଅଟେ। 23ତେଣୁ ଆସନ୍ତାକାଲିଠାରୁ ମୁଁ ମାରେ ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ଯବହାର କରିବି ଏବଂ ତାହା ମାରେ ପ୍ରମାଣ ସ୍ବରୂପ ହବେ।' 24ତେଣୁ ସଦାପ୍ରଭୁ ଯେପରି କହିଥିଲେ, ସହେିପରି ବହୁ ସଂଖ୍ଯକ ମାଛି ମିଶରକୁ ପ୍ରବେଶ କରାଇଲେ। ମାଛିମାନେ ଫାରୋଙ୍କ ଗୃହ ରେ, ତାଙ୍କର କର୍ମଚାରୀମାନଙ୍କ ଗୃହ ରେ ଏବଂ ଏପରିକି ମିଶରର ଚାରିଆଡେ ଘରେିଗଲେ। ମାଛିମାନେ ଦେଶକୁ ନଷ୍ଟ କରିବାକୁ ଲାଗିଲେ। 25ତେଣୁ ଫାରୋ ମାଶାେ ଓ ହାରୋଣଙ୍କୁ ଡାକି ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଇ ଦେଶ ମଧିଅରେ ତୁମ୍ଭର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କର। 26କିନ୍ତୁ ମାଶାେ କହିଲେ, ଏହା କବେେ ମଧ୍ଯ ଠିକ୍ ହବେ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ୟ୍ଯ ହବେ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଯଦି ଆମ୍ଭେ ଏପରି କର୍ୟ୍ଯ ଏହିଠା ରେ କରୁ ତବେେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସମାନେେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡିବେ। 27ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ୟିବାକୁ ଅନୁମତି ଦିଅ। ଯେ ହତେୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି। 28ତେଣୁ ଫାରୋ କହିଲେ, ତେଣୁ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବାକୁ ମରୁଭୂମିକୁ ୟିବାକୁ ଅନୁମତି ଦବେି। କିନ୍ତୁ ତୁମ୍ଭମାନେେ ବେଶୀଦୂର ୟିବା ଉଚିତ୍ ନୁହେଁ। ବର୍ତ୍ତମାନ ୟାଅ ଏବଂ ମାେ ପାଇଁ ପ୍ରାର୍ଥନା କର। 29ମାଶାେ କହିଲେ, ଦେଖ, ଏ ସ୍ଥାନରୁ ୟାଇ ମୁଁ ଆପଣଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ। 30ତେଣୁ ମାଶାେ ଫାରୋଙ୍କ ନିକଟରୁ ବିଦାଯ ନଇେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। 31ଏବଂ ମାଶାେ ଯେପରି ଚାହିଁଲେ, ସଦାପ୍ରଭୁ ସହେିପରି କଲେ। ସଦାପ୍ରଭୁ ମାଛିମାନଙ୍କୁ ଫାରୋଙ୍କଠାରୁ, ତାଙ୍କର କର୍ମଚାରୀ ଏବଂ ତାଙ୍କର ଲୋକମାନଙ୍କଠାରୁ ଦୂ ରଇେ ନେଲେ। କୌଣସି ମାଛି ରହିଲେ ନାହିଁ। 32କିନ୍ତୁ ଫାରୋ ପୁଣି ଦାମ୍ଭିକ ହେଲ ଏବଂ ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।

Choose Theme