Home Bibles ☰ Books ଯାତ୍ରା ପୁସ୍ତକ 8:25 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 8:25 · ଓଡ଼ିଆ ବାଇବେଲ

ତେଣୁ ଫାରୋ ମାଶାେ ଓ ହାରୋଣଙ୍କୁ ଡାକି ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଇ ଦେଶ ମଧିଅରେ ତୁମ୍ଭର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କର।

Cross references

ଯାତ୍ରା ପୁସ୍ତକ 8:8

ଫାରୋ ମାଶାେ ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, ସଦାପ୍ରଭୁଙ୍କୁ କୁହ ମାେ ଉପରୁ, ମାରେ ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢି ନିଅନ୍ତୁ। ମୁଁ ତାଙ୍କର ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବା ପାଇଁ ଛାଡି ଦବେି।

ଯାତ୍ରା ପୁସ୍ତକ 9:27

ଫାରୋ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ଯ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମାରେ ଲୋକମାନେ ପାପ କରିଅଛୁ।

ଯାତ୍ରା ପୁସ୍ତକ 10:16

ଫାରୋ ବେଗ୍ରତାର ସହକା ରେ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ପାପ କରିଅଛି।

ଯାତ୍ରା ପୁସ୍ତକ 12:31

ସହେି ରାତ୍ରି ରେ ରାଜା ଫାରୋ, ମାଶାେ ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ଯରୁ ବାହାର। ତୁମ୍ଭମାନଙ୍କର ବାକ୍ଯ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ୟାତ୍ରା କର।

ଯିଶାଇୟ 28:22

ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:9

ଶୁଣ ! ତୁମ୍ଭ ମଧିଅରେ ଶୟତାନର ଗୋଟିଏ ଦଳ ଅଛି। ସମାନେେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତ ରେ ସମାନେେ ମିଥ୍ଯାବାଦୀ। ସମାନେେ ବାସ୍ତବ ରେ ୟିହୁଦୀ ନୁହଁନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସମାନଙ୍କେର ମୁଣ୍ଡ ନୁଆଁଇବି। ତବେେ ସମାନେେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ ରମେ କରିଛି।

Interlinear

Choose Theme