Home Bibles ☰ Books ଯାତ୍ରା ପୁସ୍ତକ 8:5 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 8:5 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ଧରି ନଦୀ, ହ୍ରଦ, କନୋଲ, ସବୁଆଡେ ବୁଲାଉ। ଏହାପରେ ବେଙ୍ଗମାନେ ମିଶରର ସ୍ଥଳଭାଗ ରେ ଉଠି ଆସିବେ।

Cross references

ଯାତ୍ରା ପୁସ୍ତକ 7:19

ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ହାତ ରେ ଧରି ଏବଂ ଜଳଧାରଗୁଡିକୁ ଯଥା ନଦୀ, ହ୍ରଦ ଓ କନୋଲ ଯେଉଁଠା ରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତବେେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତ ରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ର ରେ ଥିବା ଜଳସବୁ ରକ୍ତ ରେ ପରିଣତ ହେଲା।

ଯିଶାଇୟ 19:10

ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହବେ।

Interlinear

Choose Theme