ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କବେବେି ହାଇେ ନଥିଲା।
Cross references
ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।
ପଙ୍ଗପାଳଦଳ ତୁମ୍ଭର ଗୃହ, ତୁମ୍ଭର କର୍ମଚାରୀମାନଙ୍କର ଗୃହ ଏପରିକି ମିଶରର ସମସ୍ତ ଗୃହ ପଙ୍ଗପାଳ ରେ ପୂର୍ଣ୍ଣ ହାଇଯେିବ। ଏତେ ପଙ୍ଗପାଳ ତୁମ୍ଭର ପୂର୍ବପୁରୁଷଗଣ ପୂର୍ବରୁ କବେେ ଦେଖି ନଥିବେ। ଏପରିକି ମିଶରକୁ ତୁମ୍ଭର ପୂର୍ବପୁରୁଷଗଣ ଆସିବା ଦିନଠାରୁ ବର୍ତ୍ତମାନ ୟାଏ ଏତେ ପଙ୍ଗପାଳ ହାଇେ ନଥିବ।' ଏହାପରେ ମାଶାେ ଫାରୋଙ୍କ ନିକଟରୁ ବିଦାଯ ନେଲେ।
ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ, କଷ୍ଟ ସମୟ ପାଇଁ ୟୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚଯ କରିଛି।
ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
ପରମେଶ୍ବର ସମାନଙ୍କେୁ ବାର୍ତ୍ତା ବଦଳରେ କୁଆପଥର ବୃଷ୍ଟି କରାଇଲେ ଏବଂ ଦେଶର ଚାରିଆଡ଼େ ବିଜୁଳିର ଅଗ୍ନି ବ୍ଯାପିଗଲା।
ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।
ତାପ ରେ ଉତ୍ତର ଦିଗରୁ ଘୂର୍ଣ୍ଣିବାଯୁ ବୃହତ୍ ମେଘ ଓ ଜାଜ୍ବଲ୍ଯମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ ତଜେ ବାହାରୁଥିଲା ଓ ଏହାର ମଧ୍ଯଭାଗ ଏକ ଜ୍ବଳନ୍ତ ଧାତୁ ସଦୃଶ ଦଖାେ ଯାଉଥିଲା।
କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।