ତବେେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରଯୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠା ରେ ମାହାମାରୀ ସୃଷ୍ଟି କରିବେ।
Cross references
ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁ ସବୁ ଯୋଷଫଙ୍କେ ନିକଟକୁ ଆଣିଲେ। ସେ ତାଙ୍କୁ ଅଶ୍ବ, ମଷେ ଏବଂ ଛଳେି ପଶୁପଲ ଏବଂ ଗଧ ବଦଳ ରେ ଖାଦ୍ୟ ଦ୍ରବ୍ଯ ଦେଲେ। ସେ ବର୍ଷ ଯୋଷଫେ ସମାନଙ୍କେର ଖାଦ୍ୟ ବଦଳ ରେ ସମସ୍ତ ଜୀବନ୍ତ ପଶୁ ନେଲେ।
ଏହାପରେ ହାରୋଣ ଏବଂ ମାଶାେ କହିଲେ, ଏବ୍ରୀଯମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ଏହା କହିଛନ୍ତି। ତେଣୁ ଆମ୍ଭେ ତୁମ୍ଭର ଅନୁମତି ଲୋଡୁଛୁ। ଆମ୍ଭମାନଙ୍କୁ ମରୁଭୂମିକୁ ୟିବାକୁ ଦିଅନ୍ତୁ। ଆମ୍ଭମାନେେ ସଠାେରେ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବୁ। ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ଯଦି ଆମ୍ଭେ ତାହା ନକରୁ ସେ ହୁଏତ୍ କୋରଧ କରି ପାରନ୍ତି ଏବଂ ଆମ୍ଭମାନଙ୍କୁ ଧ୍ବଂସ କରିପାରନ୍ତି। ସେ ଆମ୍ଭମାନଙ୍କୁ ୟୁଦ୍ଧ କିମ୍ବା ଅସୁସ୍ଥତା ମାଧ୍ଯମ ରେ ମୃତ୍ଯୁ ଦଇେ ପାରନ୍ତି।
ତେଣୁ ଏହାପରେ ମୁଁ ମିଶରକୁ ବହୁତ ଦଣ୍ଡ ଦବେି। ଏବଂ ତା'ପରେ ମୁଁ ମାରେଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।
ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ବର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସମାନଙ୍କେ କଥା ଶୁଣିଲେ ନାହିଁ।
ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।
ଏହାକକ୍ସ୍ଟ ଲକ୍ଷ୍ଯ ରଖ। ଯଦି ଏହା ଆମ୍ଭର ସୀମା ଦଇେ ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ହୃଦ୍ ବୋଧ କରିବକ୍ସ୍ଟ ଯେ, ପରମେଶ୍ବର ଆମ୍ଭମାନଙ୍କ ଉପରକକ୍ସ୍ଟ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ଜାଣିବକ୍ସ୍ଟ ଯେ, ଇଶ୍ରାୟେଲର ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରିନାହିଁ। ଏହା ଦବୈାତ୍ ଘଟିୟାଇଛି।
ମିଶର ରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ରୋଗଗୁଡିକୁ ପ୍ ରରଣେ କଲୁ। ଖଡ୍ଗ ରେ ଆମ୍ଭେ ତୁମ୍ଭର ୟୁବକମାନଙ୍କୁ ହତ୍ଯା କଲୁ। ତୁମ୍ଭମାନଙ୍କର ଘୋଡାଗୁଡିକୁ ନଇଗେଲୁ। ତୁମ୍ଭର ଶିବରଗୁଡିକୁ ମୃତଶବର ଦୁର୍ଗନ୍ଧ ରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭମାନେେ ଆମ୍ଭ ସାହାୟ୍ଯ ଭିକ୍ଷା ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହାଇଯେିବ ଓ କିଛି ସମୟ ପାଇଁ ସୂର୍ୟ୍ଯ ଆଲୁଅ ମଧ୍ଯ ଦେଖି ପାରିବ ନାହିଁ।