Home Bibles ଯାତ୍ରା ପୁସ୍ତକ 9:30 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 9:30 · ଓଡ଼ିଆ ବାଇବେଲ

କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଚାରୀମାନେ ବାସ୍ତବ ରେ ଏପର୍ୟ୍ଯନ୍ତ ସଦାପ୍ରଭୁଙ୍କୁ ଭୟ କରୁନାହଁ।

Cross references

ହିତୋପଦେଶ 16:6

ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।

ଯିଶାଇୟ 26:10

ମନ୍ଦାଚାରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ଯ ସମାନେେ ଧର୍ମ ଶିଖିବେ ନାହିଁ। ଧର୍ମ ଓ ନ୍ଯାଯପୂର୍ଣ୍ଣ ଦେଶ ରେ ମଧ୍ଯ ସମାନେେ ଅନ୍ଯାଯ କରିବେ। ଏପରିକି ସମାନେେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।

ଯିଶାଇୟ 63:17

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।

Interlinear

Choose Theme