Home Bibles ଯାତ୍ରା ପୁସ୍ତକ 9:7 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 9:7 · ଓଡ଼ିଆ ବାଇବେଲ

ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇଶ୍ରାୟେଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇଶ୍ରାୟେଲର କୌଣସି ପଶୁ ମରି ନଥିଲେ। ତଥାପି ଫାରୋ ଜିଦ୍ଖୋର ହାଇେ ରହିଲେ ଓ ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।

Cross references

ଯାତ୍ରା ପୁସ୍ତକ 3:19

କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।

ଯାତ୍ରା ପୁସ୍ତକ 7:13

ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।

ଯାତ୍ରା ପୁସ୍ତକ 7:14

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋର ହୃଦଯ କଠିନ ହାଇେଅଛି, ସେ ଲୋକମାନଙ୍କୁ ୟିବାକୁ ଦବେେ ନାହିଁ।

ଯାତ୍ରା ପୁସ୍ତକ 8:32

କିନ୍ତୁ ଫାରୋ ପୁଣି ଦାମ୍ଭିକ ହେଲ ଏବଂ ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।

ଯାତ୍ରା ପୁସ୍ତକ 9:12

କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦଯକୁ ଆହୁରି କଠାେର କଲେ ଯେ, ସେ ମାଶାେ ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।

ଆୟୁବ ପୁସ୍ତକ 9:4

ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।

ହିତୋପଦେଶ 29:1

ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ଯିଶାଇୟ 48:4

କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ଯ ; ମାରେ ବାକ୍ଯ ତୁମ୍ଭେ ବିଶ୍ବାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ବରୂପ ବୋଲି ଆମ୍ଭେ ଜାଣିଲୁ।

ଦାନିଏଲ 5:20

କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।

ରୋମୀୟଙ୍କ ପ୍ରତି ପତ୍ର 9:18

ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।

Interlinear

Choose Theme